Posted inଫୁରସତ

ରହସ୍ୟମୟ ସ୍ଥାନ, ଯେଉଁଠି ସମସ୍ତ ଘଟଣା ଘଟେ ବିପରୀତ

ପୃଥିବୀରେ ଏପରି ଅନେକ ରହସ୍ୟମୟ ସ୍ଥାନ ଅଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ପରଦା ହଟିନାହିଁ। ପୃଥିବୀରେ ଥିବା ସୁନ୍ଦର ସ୍ଥାନକୁ ଉପଭୋଗ କରିବା ପାଇଁ ବହୁ ସଂଖ୍ୟକ ଲୋକ ପରିଦର୍ଶନରେ ଯାଇଥାନ୍ତି। ଅନ୍ୟପକ୍ଷରେ ଏମିତି କିଛି ରହସ୍ୟମୟ ସ୍ଥାନ ଅଛି, ଯେଉଁଠାରେ ଲୋକମାନେ ବୁଲିଯିବା ପାଇଁ ସାହସ କରନ୍ତି ନାହିଁ। ଭୟ କରିଥାନ୍ତି। ଏହି ସ୍ଥାନଗୁଡ଼ିକ ଏତେ ଭୟାନକ ତଥା ବିପଜ୍ଜନକ ଯେ କୌଣସି ବ୍ୟକ୍ତି ଏଠାରେ କିଛି କ୍ଷଣ ମଧ୍ୟରେ ମରିଯାଇପାରନ୍ତି।

ଏପରି ଏକ ରହସ୍ୟମୟ ସ୍ଥାନ ହେଉଛି ଲଦାଖରେ ଅବସ୍ଥିତ ଚୁମ୍ବକୀୟ ହିଲ୍‌। ଏଠାରେ ମାଧ୍ୟାକର୍ଷଣର ସମସ୍ତ ନିୟମ ବିପରୀତ ଦିଗରେ କାମ କରିଥାଏ। ଏଠାରେ ଯଦି କାର୍‌କୁ ପାର୍କିଂ କରିବ ତେବେ ଏହା ସ୍ବୟଂଚାଳିତ ଭାବରେ ଉଚ୍ଚକୁ ଷ୍ଟାର୍ଟ ହେବ। ବୈଜ୍ଞାନିକମାନେ କହିଛନ୍ତି, ଏହା ପର୍ବତଗୁଡିକର ଶକ୍ତିଶାଳୀ ଚୁମ୍ବକୀୟ କ୍ଷେତ୍ର ହେତୁ ହୋଇଥାଏ। ଏଥିସହିତ, ଅନ୍ୟ ଅନେକ ବିଶେଷଜ୍ଞ କହିଛନ୍ତି ଯେ, ଏହା ଅପ୍ଟିକାଲ ଭ୍ରମ କାରଣରୁ ହୋଇଥାଏ। ବାସ୍ତବରେ ରାସ୍ତା ତଳକୁ ଯାଉଛି କିନ୍ତୁ ଦ୍ୱନ୍ଦ୍ୱରେ ସେ ଆମକୁ ଉପରକୁ ଯାଉଥିବା ପରି ଦୃଶ୍ୟମାନ ହୋଇଥାଏ। ତଥାପି ଏହି ରହସ୍ୟ ଉପରୁ ଆଜି ପର୍ଯ୍ୟନ୍ତ ପରଦା ହଟିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?