ରାଇସ୍‌ ମିଲ୍‌ ନିର୍ମାଣକୁ ବିରୋଧ କଲେ ଗ୍ରାମବାସୀ

ପାଟଣା,୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ବଡ଼ପାଟଣା ପଞ୍ଚାୟତ କୁଆପଶି ମୌଜାରେ ୬ ଏକର ପରିମିତ ଜମିରେ ମେସର୍ସ ନାରାୟଣ ରାଇସ ମିଲ୍‌, ହୁଣ୍ଡଳା ତରଫରୁ ଏକ ରାଇସ୍‌ ମିଲ୍‌ ନିର୍ମାଣକୁ ବିରୋଧ କରାଯାଇଛି। ଏ ନେଇ ଶନିବାର କୁଆପଶି ଗ୍ରାମରେ ବଡ଼ପାଟଣା ପଞ୍ଚାୟତ ତରଫରୁ ଏକ ପଲ୍ଲିସଭା ଅନୁଷ୍ଠିତ ହୋଇଛି। ଏଥିରେ ଶତାଧିକ ଗ୍ରାମବାସୀ ଯୋଗଦେଇ ମିଲ୍‌ ନିର୍ମାଣକୁ ବିରୋଧ କରିଛନ୍ତି। ରାଇସ୍‌ ମିଲ୍‌ ପ୍ରତିଷ୍ଠା ଦ୍ୱାରା ଚାଷଜମି ପ୍ରଭାବିତ ହେବା ସହ ପରିବେଶ ପ୍ରଦୂଷଣ ହେବାର ଆଶଙ୍କା ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏହି ସଭାରେ ବଡ଼ପାଟଣା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ମହାପାତ୍ରଙ୍କ ସହ ୧୭ନଂ. ୱାର୍ଡର ୱାର୍ଡମେମ୍ବର କୁନା ମୁଣ୍ଡା ଉପସ୍ଥିତ ଥିଲେ।

ସୂଚନାନୁଯାୟୀ, ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ରାଞ୍ଚି-ବିଜୟୱାଡା ୨୨୦ନଂ. ଜାତୀୟ ରାଜପଥର କୁଆପଶି ପାର୍ଶ୍ୱରେ ଏକ ରାଇସ୍‌ ମିଲ୍‌ ପ୍ରତିଷ୍ଠାକୁ ଆଞ୍ଚଳିକ ମଞ୍ଚ କୁଆପଶି ତରଫରୁ ବିରୋଧ କରାଯାଇଛି। ଏଥିନେଇ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳ, ପାଟଣା ତହସିଲଦାର, ପାଟଣା ବିଡିଓ ଓ ପଲ୍ୟୁଶନ କଣ୍ଟ୍ରୋଲ ବୋର୍ଡକୁ ପତ୍ର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

ବନ ନିଗମର ବିଭିନ୍ନ ସମସ୍ୟା ସମାଧାନ ଦାବି: ଖାଲି ପଦବୀ ପୂରଣ ଉପରେ ଗୁରୁତ୍ୱ

ଭଞ୍ଜନଗର, ୩।୮(ବାବୁଲା ପ୍ରଧାନ): ନିଖିଳ ଉତ୍କଳ ବନ ନିଗମ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସମ୍ପାଦକ ସମ୍ମିଳନୀ ସୋମବାର ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ସଂଘର ସଭାପତି ପ୍ରିୟଦର୍ଶୀ ମିଶ୍ରଙ୍କ…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri