ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍‌ ଏବଂ ଅଟୋ ସହ ଜାତୀୟ ରାଜପଥରେ ଭାରୀଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ବିର୍ସା ଛକରେ ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ପିକେଟିଂ କରି ରାସ୍ତାରୋକୋ କରିଥିଲେ। ଏହି ବନ୍ଦ ପାଳନରେ ସିଆଟିୟୁ, ଏଆଇଟିୟୁସି, ୟୁଟିୟୁସି, ଆଏନଟିୟୁସି ଏବଂ କଂଗ୍ରେସ ସାମିଲ ହୋଇଛି। ସହରରେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ସ୍କୁଲ, କଲେଜ ଓ ସରକାରୀ ଦପ୍ତର ଶୂନଶାନ୍‌ ହୋଇପଡିଛି। ଗାଡି ବନ୍ଦ ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri