ରାଉରକେଲାରେ ବନ୍ଦ ପ୍ରଭାବ: ଗାଡି ଚଳାଚଳ ସମ୍ପୂର୍ଣ୍ଣ ଠପ୍‌

ରାଉରକେଲା ଅଫିସ, ୮।୧: ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପାଳନର ପ୍ରଭାବ ରାଉରକେଲାରେ ପଡିଛି। ରେଳ, ବସ୍‌ ଏବଂ ଅଟୋ ସହ ଜାତୀୟ ରାଜପଥରେ ଭାରୀଯାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ବିର୍ସା ଛକରେ ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ପିକେଟିଂ କରି ରାସ୍ତାରୋକୋ କରିଥିଲେ। ଏହି ବନ୍ଦ ପାଳନରେ ସିଆଟିୟୁ, ଏଆଇଟିୟୁସି, ୟୁଟିୟୁସି, ଆଏନଟିୟୁସି ଏବଂ କଂଗ୍ରେସ ସାମିଲ ହୋଇଛି। ସହରରେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ସ୍କୁଲ, କଲେଜ ଓ ସରକାରୀ ଦପ୍ତର ଶୂନଶାନ୍‌ ହୋଇପଡିଛି। ଗାଡି ବନ୍ଦ ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

୪୪ ଡିଗ୍ରୀ ଖରାରେ ଚାଷୀଙ୍କୁ ରାସ୍ତାରେ ଆଣ୍ଠେଇବା ଘଟଣା, ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଚନ୍ଦାହାଣ୍ଡି ଥାନା ଘେରାଉ

ନବରଙ୍ଗପୁର,୨୪।୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରେ ନିଜ ବଳଦକୁ ନେଇ ଚନ୍ଦାହାଣ୍ଡିରୁ ରାଇଘରକୁ ନେବା ସମୟରେ ବଜରଙ୍ଗ ଦଳ ସଦସ୍ୟ କହୁଥିବା କିଛି ବ୍ୟକ୍ତି…

ନନ୍ଦିପଦା ଥାନାକୁ ନ ଥିଲା ରାସ୍ତା, ଆଜି ଶିଳାନ୍ୟାସ କଲେ ଥାନାଧିକାରୀ

ହାଟଡିହୀ/ଛେନାପଦୀ,୨୪ା୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାକୁ ଯାତାୟାତ କରିବା ପାଇଁ ରାସ୍ତା ନିର୍ମାଣ ନିମନ୍ତେ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଶିଳାନ୍ୟାସ କରିଛନ୍ତି। ପ୍ରଥମେ ଥାନାଧିକାରୀ…

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri