ରାଉରକେଲାରେ ମୃତଦେହ ଶୋଭାଯାତ୍ରାରେ ସାମିଲ ହେବା ଘଟଣା: ୫ଶହ ଲୋକଙ୍କ ନାମରେ ମାମଲା ରୁଜୁ କଲା ପୋଲିସ

ରାଉରକେଲା ଅଫିସ,୧୧।୬: ଗତ ୮ ତାରିଖରେ ରାଉରକେଲା ରେଲଓ୍ବେ କଲୋନିରେ ଏକ ହତ୍ୟାକାଣ୍ଡ ଘଟିଥିଲା। ମୃତକଙ୍କ ମୃତଦେହ ଶୋଭାଯାତ୍ରାରେ ୫ଶହରୁ ଅଧିକ ଲୋକ ସାମିଲ ହୋଇଥିଲେ। ମାସ୍କ ନ ପିନ୍ଧି, ସାମାଜିକ ଦୂରତ୍ୱ ନ ମାନି ଶୋଭାଯାତ୍ରାରେ ଲୋକମାନେ ଯାଇଥିଲେ। ଏହାକୁ ନେଇ ପ୍ଲାଣ୍ଟ ସାଇଟ୍‌ ଥାନାରେ ୫ଶହରୁ ଅଧିକ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଛି। କୋଭିଡ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ମାମଲା ରୁଜୁ ହୋଇଥିବା ନେଇ ଟୁଇଟ୍‌ କରି ରାଉରକେଲା ଏସ୍‌ପି ଗୁରୁବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ରାସ୍ତାରେ ପଡ଼ିଲା ବିରାଟକାୟ ଗଛ

ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri