ରାକେଶଙ୍କ ପାଇଁ ଚାଲିଛି ନାୟିକା ଖୋଜା

ସତରେ ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢ଼ାଳିବା। ଦେଖୁନାହାନ୍ତି, ଗୋଟିଏ ସିନେମା ରିଲିଜ ହେବାର ଦିନ କେଇଟା ହୋଇନି ହାତରେ ଆଉ ଏକ ଅଫର। ହଁ , ସେ ହେଲେ ନବାଗତ ରାକେଶ ଦେଓ। ନିକଟରେ ତାଙ୍କ ଅଭିନୀତ ‘ତୁ କହିଦେ ଆଇ ଲଭ୍‌ ୟୁ’ ମୁକ୍ତିଲାଭ କରିଛି। ଏବେ ସେ ‘ତୁ ମୋ କମଜୋରି’ ଟାଇଟଲ ବିଶିଷ୍ଟ ଆଉ ଏକ ସିନେମାର ନାୟକ ସାଜିଛନ୍ତି। ହେଲେ ଏପରି ଏକ ଇମୋଶନାଲ ପ୍ରେମ କାହାଣୀରେ ତାଙ୍କ ସହ ନାୟିକା ଭାବରେ କିଏ ସ୍କ୍ରିନ୍‌ ସେୟାର କରୁଛି ତାହା ଫାଇନାଲ ହୋଇନାହିଁ। ଏଥିପାଇଁ ଜଣେ ଚୁଲବୁଲି ସୁନ୍ଦରୀ ସନ୍ଧାନରେ ଅଛନ୍ତି ପ୍ରଯୋଜକ ଭାର୍ଗବୀ ତ୍ରିପାଠୀ-ଟିକି ପଟ୍ଟନାୟକ ଏବଂ ନିର୍ଦ୍ଦେଶକ ସନ୍ତୋଷ ବିଶ୍ୱାଳ। ସନ୍ତୋଷ ଏହି ଫିଲ୍ମର କାହାଣୀ ସହ ଚିତ୍ରନାଟ୍ୟ ମଧ୍ୟ ରଚନା କରିଛନ୍ତି। ପ୍ରେମ ଆନନ୍ଦଙ୍କ ସ୍ବର ସଂଯୋଜନାରେ ବସନ୍ତରାଜ ସାମଲଙ୍କ ରଚିତ ଗୀତଗୁଡିକର ମ୍ୟୁଜିକ ରେକର୍ଡିଂ କାମ ଚାଲୁ ରହିଛି। ଶ୍ରଦ୍ଧା ସବୁରୀ ବ୍ୟାନରରେ ନିର୍ମିତ ହେବାକୁ ଯାଉଥିବା ଏହି ଚଳଚ୍ଚିତ୍ରର ଶୁଟିଂ ଖୁବ୍‌ ଶୀଘ୍ର ଆରମ୍ଭ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରୁ ପ୍ରେମ…ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ଉପଜିଲାପାଳଙ୍କ ନାଁରେ ବଳାତ୍କାର ଅଭିଯୋଗ

ଭୋପାଳ,୪।୬: ମଧ୍ୟପ୍ରଦେଶର ମୋରେନାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଉପଜିଲାପାଳଙ୍କ ବିରୋଧରେ ବିବାହର ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ବଳାତ୍କାର କରିବାର ଗୁରୁତର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀ…..

ଭୁବନେଶ୍ବର,୪।୬: ଜୁନ୍ ୪ ତାରିଖ ୨୦୨୪ ମସିହାରେ ଭାଜପା ବିଜେଡିକୁ ପରାଜୟର ସ୍ବାଦ ଚଖାଇଥିଲା । ଆଜକୁ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଉପଲକ୍ଷେ…

ବାହା ବେଦୀରେ ବଦଳିଗଲା ବରଙ୍କ ମନ, ଅଧା ବାହାଘରରୁ ପ୍ରେମିକାଙ୍କୁ ଛାଡ଼ି ଚାଲିଆସିଲେ…

ବାଲେଶ୍ୱର,୪ା୬(ବାଞ୍ଛାନିଧି ଦେ): ୪ ବର୍ଷର ପ୍ରେମ ସମ୍ପର୍କ। ପ୍ରଥମେ କୋର୍ଟ ମ୍ୟାରେଜ୍‌। ତା’ପରେ ଚାଲିଥିଲା ମନ୍ଦିରରେ ବାହାଘର। ହେଲେ ବାହାବେଦୀରେ ବଦଳିଗଲା ବରଙ୍କ ମନ। ଅଧା ବାହାଘରରୁ…

ମମତାଙ୍କୁ ବଡ଼ ଝଟକା: ୨୮ ବର୍ଷର ଇତିହାସରେ ଯାହା ଘଟିନଥିଲା ତାହା ଘଟିଲା…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ, ତୃଣମୂଳ କଂଗ୍ରେସ (TMC) ଏବଂ ମମତା ବାନାର୍ଜୀ ପାଇଁ ଏକ ବଡ଼ ରାଜନୈତିକ ସଙ୍କଟ ଦେଖାଦେଇଛି। ୨୮ ବର୍ଷର ଇତିହାସରେ…

ଖୋଲିଲା କେନ୍ଦ୍ରର ପାଣ୍ଠି: ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ବଡ଼ ଘୋଷଣା କଲେ ମୋଦି ସରକାର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପୁରୁଣା…

ବିଲରେ କାମ କରୁଥିବାବେଳେ ହେଲା ବଜ୍ରପାତ, ଟଳିପଡ଼ିଲେ ଚାଷୀ

ଗଜପତି,୪ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ରମ୍ପା ପଞ୍ଚୟତ ଆମ୍ବାଜେରି ଗ୍ରାମରେ ବଜ୍ରପାତରେ ଜଣେ ଚାଷୀଙ୍କ ଜୀବନ ଯାଇଛି। ମୃତ ଚାଷୀ ଜଣକ ହେଲେ ନାରାୟଣ…

ମୌସୁମୀ ଛୁଇଁବା ପରେ ଓଡ଼ିଶାକୁ ଜାରି ହେଲା ଆଲର୍ଟ, ୪ ଦିନ ଯାଏ…

ଭୁବନେଶ୍ୱର,୪।୬: କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ ଛୁଇଁବା ନେଇ…

ମାଗଣା ଚାର୍ଜିଂ କରିବା କର୍ମଚାରୀଙ୍କ ନିତିଦିନିଆ ଅଭ୍ୟାସ, ବିଭାଗକୁ ବିଲ୍‌ ବାବଦରେ ଲକ୍ଷାଧିକ ଟଙ୍କା ପୈଠ

ହାଟଡ଼ିହୀ,୪l୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ରେ କାର୍ଯ୍ୟରତ କର୍ମଚାରୀମାନେ ମାଗଣାରେ ନିଜ ନିଜର ୨ ଏବଂ ୪ ଚକିଆ ବିଦ୍ୟୁତ୍‌ଚାଳିତ ଗାଡ଼ିର ବ୍ୟାଟେରି ଚାର୍ଜିଂ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri