Posted inଜାତୀୟ

ରାଗିଗଲେ କୁମାରସ୍ବାମୀ: କହିଲେ, ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହିଁ

ବେଙ୍ଗାଲୁରୁ, ୨୭।୬:କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ରାୟଚୂରରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରିବାକୁ ଯାଉଥିବାବେଳେ ବାଟରେ ବିରୋଧ ପ୍ରଦର୍ଶନ କରୁଥିବା କିଛି ଲୋକଙ୍କୁ ଦେଖି ରାଗିଯାଇ ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହଁି ବୋଲି କହିଥିଲେ। ସୂଚନାଯୋଗ୍ୟ, କୁମାରସ୍ବାମୀ ନିଜ ପୈତୃକ ଗ୍ରାମ କରେଗୁଡ୍ଡାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ଯାଇଥିଲେ। ସେଠାରେ କିଛି ଲୋକ ତାଙ୍କ ଗାଡିକୁ ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏଥିରେ ରାଗିଯାଇଥିଲେ କୁମାରସ୍ବାମୀ। ମୋଦିଙ୍କୁ ଭୋଟ ଦେଇ, ଏଠାକୁ କାହିଁ ଆସିଛ ବୋଲି ବିକ୍ଷୋଭକାରୀଙ୍କୁ ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ…

ଅସ୍ବାଭାବିକ ପାଣିପାଗ, ମହୁଲ ଗଛରେ ଧରୁନି ଫୁଲ: ଅଭାବୀ ବିକ୍ରିର ଶିକାର ହେଉଛି ସଂଗ୍ରହକାରୀ

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଆଦିବାସୀ ତଥା ଦୁର୍ଗମ ଅଞ୍ଚଳବାସୀଙ୍କ ଜୀବନଜୀବିକା ସହ ଜଡିତ ଲଘୁ ବନଜାତ ଦ୍ରବ୍ୟ ମହୁଲ ଫୁଲ। ହେଲେ ଅସ୍ବାଭାବିକ ପାଣିପାଗ ଯୋଗୁ…

ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର

ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri