ରାଗିଗଲେ ନେହା କକ୍କର

ବଲିଉଡ୍‌ର ଲୋକପ୍ରିୟ ସିଙ୍ଗ୍‌ର୍‌ ନେହା କକ୍କର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିକଟରେ ଏକ କମେଡି ଶୋ’ରେ ତାଙ୍କ ମଜାକ୍‌ ଉଡାଯିବାକୁ ନେଇ ସେ ରାଗିଯାଇଛନ୍ତି। ସୋନି ଟିଭି ପକ୍ଷରୁ ପ୍ରସାରିତ ଡଃ ପ୍ରାଣ ଲେଲେ ଶୋ’ରେ ନେହାଙ୍କ ଉପରେ ଏକ କମେଡି ସିନ୍‌ ରଖାଯାଇଥିଲା। ଏହି ସିନ୍‌କୁ ନେଇ ଖୁସି ନାହାନ୍ତି ନେହା। ନିଜ ଇନଷ୍ଟାଗ୍ରାମରେ ନିଜ କ୍ରୋଧ ଜାହିିର କରିଛନ୍ତି ସେ। ତାଙ୍କ ଭାଇ ଟୋନି କକ୍କର ମଧ୍ୟ ଏଥିରେ ତାଙ୍କୁ ସାଥ୍‌ ଦେଇଛନ୍ତି। ଡଃ ପ୍ରାଣ ଲେଲେ ଶୋ’ରେ ଡାକ୍ତର ଭାବେ ଅଭିନୟ କରୁଥିବା କିକୁ ସାରଦା ଏବଂ ନର୍ସ ଗୌରବ ଗେରା ଜଣେ ଛୋଟ ଉଚ୍ଚତାର ଯୁବତୀଙ୍କୁ ନେଇ ମଜାକ ଉଡାଉ ଥିଲେ। ପରଦାରେ ଉକ୍ତ ଯୁବତୀଙ୍କ ନାଁ ଥିଲା ନେହା ଶକ୍କର। କେବଳ ଉଚ୍ଚତା ନୁହେଁ, ତାଙ୍କ ଟ୍ୟାଲେଣ୍ଟକୁ ନେଇ ମଧ୍ୟ କମେଡି କରାଯାଇଥିଲା। ଏହାକୁ ନେଇ ନେହା କକ୍କର ଆପତ୍ତି ଉଠାଇଛନ୍ତି। ଏଭଳି କମେଡି ଦେଖିବା ପରେ ମୁଁ ଭାଙ୍ଗିପଡିଥିଲି। କମେଡିକୁ ସମ୍ମାନ କରେ ତା’ ମାନେ ନୁହେଁ, ଜଣଙ୍କ ଉଚ୍ଚତା ଏବଂ ଟ୍ୟାଲେଣ୍ଟକୁ ନେଇ ଏଭଳି ମଜାକ ଉଡାଯିବ। ଏହା ମୋତେ ବ୍ୟଥିତ କରିଛି। ଏଭଳି ସମୟରେ ମୋ ଫ୍ୟାନ୍‌ମାନଙ୍କ ସମର୍ଥନ ପାଇଁ ମୁଁ ଖୁସି ଅଛି ବୋଲି ନେହା କହିଛନ୍ତି।

https://www.instagram.com/p/B5rfxLRHH3R/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭବାନୀପାଟଣାର କୁନି ଝିଅ କଶିସ୍‌, ବହୁମୁଖୀ ପ୍ରତିଭାର ଅଧିକାରିଣୀ ହୋଇ…

ଭବାନୀପାଟଣା,୨୯ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ୩ ବର୍ଷର କୁନି ଝିଅ କଶିସ୍‌ ଅଗ୍ରଓ୍ବାଲ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଗତ ଏପ୍ରିଲ ମାସରେ ୨…

ଟ୍ରେନ୍‌ ଟ୍ରାକ୍‌କୁ ହଠାତ୍‌ ଚାଲିଆସିଲା ଏକ ସିଂହ, ଲୋକୋ ପାଇଲଟ୍‌ କଲେ ଏମିତି କାମ, ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଗୁଜରାଟର ଜୁନାଗଡ଼ ଶାସନଗିରି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଲୋକୋ ପାଇଲଟଙ୍କ ସତର୍କତା ଯୋଗୁ ଏକ ବଡ଼ ବିପଦ ଟଳି ଯାଇଛି। ଭେରାଭଲ-ଜୁନାଗଡ଼ ପାସେଞ୍ଜର…

ଘରକୁ ଫେରୁଥିବା ବେଳେ କେନାଲରେ ଭାସିଗଲେ ଚାଷୀ, ତାପରେ ଘଟିଲା….

ଦେବଗଡ,୨୯।୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ସରୁଆଳି ଗ୍ରାମ ପଂଚାୟତ ଅନ୍ତର୍ଗତ ମାଦଲିଆ ଗ୍ରାମରେ ଜଣେ ଚାଷୀ କେନାଲରେ ଭାସି ଯାଇଥିଲେ । ଏହାପରେ ଅଗ୍ନଶମ ବିଭାଗ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ! ପ୍ରବଳ ଇନକମ କରିବେ ୪ ରାଶି, ଅଜଣା ଲୋକ ସାଜିବେ ଦେବଦୂତ!

ମାସ ମାନଙ୍କ ମଧ୍ୟରେ ଶ୍ରାବଣ ମାସ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ମାସ। ଏହି ପବିତ୍ର ମାସ ଆହୁରି ଗୁରୁତ୍ୱପୂର୍ଣ୍ଣ କାରଣ ଅଗଷ୍ଟ ୨୮ରେ ଆଶିଂକ ଚନ୍ଦ୍ରଗ୍ରହଣ ଲାଗିବାକୁ…

ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି…

ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….

ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ…

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର…

ସିଭିଲ କୋର୍ଟ ପ୍ରତିଷ୍ଠାର ବର୍ଷ ପୂର୍ତ୍ତି ପାଳନରେ ସମ୍ବର୍ଦ୍ଧିତ ହେଲେ ୩ ମାଜିଷ୍ଟ୍ରେଟ୍‌

ଦିଗପହଣ୍ଡି,୨୯ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଗତ ୨୦୨୫ ଜୁଲାଇ ୨୯ରେ ନୂତନ ଭାବେ ଦେଓ୍ବାନୀ କୋର୍ଟ (ସିଭିଲ ଜଜ ସିନିୟର ଡିଭିଜନ) ଶୁଭାରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri