ରାଜଧାନୀରୁ ୧ କୋଟିର ବ୍ରାଉନ୍‌ସୁଗାର ଜବତ: ୨ ଗିରଫ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ଆଇଗିଣିଆ ୧୬ ନଂ. ଜାତୀୟ ରାଜପଥ ନିକଟରୁ ମଙ୍ଗଳବାର କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ୨ ନିଶା ବେପାରୀଙ୍କୁ ଗିରଫ କରିଛି। ଏମାନଙ୍କ ନିକଟରୁ ବାଇକ୍‌ ସହ ୧ କେଜି ୮୦୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି॥ ଜବତ ବ୍ରାଉନ ସୁଗାରର ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି । ଧରାପଡିଥିବା ଦୁଇ ନିଶା ବେପାରୀଙ୍କ ଆଉ କିଛି ସହଯୋଗୀ ଖସି ପଳାଇଥିବାରୁ ସେମାନଙ୍କୁ ଧରିବା ପାଇଁ ପୁଲିସ ଚଢ଼ାଉ ଜାରିରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri