ରାଜଧାନୀରେ ଚାଞ୍ଚଲ୍ୟ: ଶିଶୁର ତଣ୍ଟି ଚିପି ହତ୍ୟା ପରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୩ା୬ (ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ଆଇଗିଣିଆ ରାଜୀବନଗରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ରହୁଥିବା ଜଣେ ମହିଳା ଅତି ନୃଶଂସ ଭାବେ ଜଣେ ୪ ବର୍ଷର ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ମହିଳା ଓ ଶିଶୁପୁତ୍ରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ତେବେ ହସ୍ପିଟାଲ ଭର୍ତ୍ତି ହେବାର କିଛି ସମୟ ପରେ ଶିଶୁପୁତ୍ରଟିର ମୃତ୍ୟୁ ଘଟିଥିବା ବେଳେ ମହିଳାଙ୍କ ଚିକିସତ୍ା ଜାରି ରହିଛି। ଏ ନେଇ ଖଣ୍ଡଗିରି ଥାନା ପୋଲିସ ନଂ. ୩୦୫/୨୦ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ କମର କଷିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀ ପିନ୍ଧିଥିବା ଶାଢ଼ୀରେ ତଣ୍ଟି ଚିପି…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri