Odisha Elections 2024
Posted inଜାତୀୟ

ରାଜଧାନୀରେ ହାଇଭୋଲଟେଜ୍‌ ଡ୍ରାମା: ଚାଲାଣ କଟିବା ଡରରେ ଆତ୍ମହତ୍ୟା ଧମକ ଦେଲେ ଯୁବତୀ

ନୂଆଦିଲ୍ଲୀ,୧୬।୯: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହୋଇଛି। ପ୍ରତିଦିନ ଲୋକଙ୍କ ଚାଲାଣ କଟାଯାଉଥିବା ବେଳେ କିଏ ୨୦ ହଜାର ତ କିଏ ୨ଲକ୍ଷ ଟଙ୍କା ଜରିମାନା ଦେଉଥିବା ଦେଖିବାକୁ ମିଳିଛି। ଆଉ କିଏ କିଏ ଚାଲାଣ କଟିବା ଡରରେ ପୋଲିସଙ୍କ ସହ ଯୁକ୍ତିତର୍କ କରୁଥିବାର ଦୃଶ୍ୟ ମଧ୍ୟ ନଜରକୁ ଆସିଛି। ଏପରି ସ୍ଥିତିରେ ଦିଲ୍ଲୀରୁ ଏକ ଅଜବ ମାମଲା ଦେଖିବାକୁ ମିଳିଛି। ଜଣେ ଯୁବତୀ ପୋଲିସ ସହ ମୁହାଁମୁହିଁ ହେବା ପରେ ଆତ୍ମହତ୍ୟାର ଧମକ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ସକାଳେ ଦିଲ୍ଲୀର କଶ୍ମୀରୀ ଗେଟ୍‌ ନିକଟରେ ଜଣେ ସ୍କୁଟି ଚାଳିକା ଫୋନରେ କଥା ହେବା ସହ ଗାଡିର ନମ୍ବର ପ୍ଲେଟ ଭାଙ୍ଗିଯାଇଥିବାରୁ ଟ୍ରାଫିକ ପୋଲିସ ତାଙ୍କୁ ଅଟକାଇଥିଲେ। ହେଲେ ଯୁବତୀ ଜଣକ ଚାଲାଣ କଟିବା ଡରରେ ପୋଲିସ ସହ ଯୁକ୍ତିତର୍କ କରିଥିଲେ। ଆଉ ଯଦି ତାଙ୍କୁ ଛଡା ନ ଯାଏ ତେବେ ସେ ଆତ୍ମହତ୍ୟା କରିବେ ବୋଲି ଧମକ ଦେଇଥିଲେ। ଏହାପରେ ଯୁବତୀ ଜଣକ କାନ୍ଦିବା ସହ ନିଜ ହେଲମେଟକୁ ତଳେ ଫୋପାଡି ଦେଇଥିଲେ। ପ୍ରାୟ ୨୦ ମିନିଟ୍‌ ଧରି ଏଭଳି ଡ୍ରାମା ଚାଲିବା ପରେ ପୋଲିସ ତାଙ୍କୁ ଛାଡ଼ିଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଭୋଟ ନ ହେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ...

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା...

ଆତିଶିଙ୍କ ଗମ୍ଭିର ଅଭିଯୋଗ: କିଛି ଦିନ ହେବ ଭାଜପା ସହ ସମ୍ପର୍କରେ ଅଛନ୍ତି ଶ୍ୱାତି, ନଡ୍ଡା କହିଲେ ଏଏପିର ଚୋରି ଧରାପଡିଲା

ନୂଆଦିଲ୍ଲୀ,୧୮।୫: ଶ୍ୱାତି ମାଲିଓ୍ବାଲଙ୍କ ମାମଲାକୁ ନେଇ ଗୋଟିଏ ପଟେ ପୋଲିସ ଯାଞ୍ଚ କରୁଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ବି ହୋଇଛି ସରଗରମ। ଆମ...

ଥାନାରେ ସ୍ବାମୀଙ୍କ ସହ ମିଶି ଆତ୍ମହତ୍ୟା କଲେ ନାବାଳିକା: ଥାନା ଜାଳିଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ପାଟନା,୧୮।୫: ବିହାର ଅରାରିଆରେ ଏକ ଅଭବାବନୀୟ ଘଟଣା ଘଟିଛି। ଜଣେ ୧୪ ବର୍ଷର ଝିଅ ତାଙ୍କ ଭିଣେଇ ମିଠୁ ସିଂଙ୍କ ସହିତ ମିଶି ତରବାରୀ ପୋଲିସ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

ବଡ ଦୁର୍ଘଟଣା, ଶ୍ରଦ୍ଧାଳୁଙ୍କ ବସ୍‌ରେ ନିଆଁ, ଜୀବନ୍ତ ଜଳିଗଲେ ୮ ଯାତ୍ରୀ

ଚଣ୍ଡିଗଡ଼,୧୮।୫: ଶୁକ୍ରବାର ବିଳମ୍ବିତ ରାତିରେ ହରିୟାଣାର ନୁହ ନିକଟ କେଏମପି ଏକ୍ସପ୍ରେସୱେରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଭକ୍ତମାନଙ୍କ ଦ୍ୱାରା ଭର୍ତ୍ତି ଏକ ବସରେ କୌଣସି...

ସାମ୍ବିଧାନିକ ପୀଠଙ୍କ ରାୟ ଅନ୍ୟ ଖଣ୍ଡପୀଠ ପାଇଁ ମାନ୍ୟ

ନୂଆଦିଲ୍ଲୀ,୧୮ା୫ (ପି.ଟି.): ସାମ୍ବିଧାନିକ ପୀଠଙ୍କ ରାୟକୁ କମ୍‌ କ୍ଷମତା ବିଶିଷ୍ଟ ଖଣ୍ଡପୀଠଗୁଡ଼ିକ ଅନୁସରଣ କରିବା ଅନିବାର୍ଯ୍ୟ ବୋଲି ସୁପ୍ରିମକୋର୍ଟ ଏହାର ୨୦୨୨ ଏପ୍ରିଲର ଏକ ରାୟକୁ ମନେପକାଇଦେଇ...

ବିଭବଙ୍କୁ ଖୋଜୁଛି ୮ ପୋଲିସ ଟିମ୍‌

ନୂଆଦିଲ୍ଲୀ,୧୮ା୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସହଯୋଗୀ ବିଭବ କୁମାରଙ୍କ ବିରୋଧରେ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ରାଜ୍ୟ ସଭା ସଦସ୍ୟା ସ୍ବାତୀ ମାଲିଓ୍ବାଲ ଆଣିଥିବା ସଙ୍ଗିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri