ରାଜନଗରରେ ବିଶ୍ୱ ତମାଖୁ ବର୍ଜନ ଦିବସ: ଲୋକଙ୍କୁ ସଚେତନ କରାଇଲେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର

ରାଜନଗର, ୩୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସମ୍ମିଳନୀ କକ୍ଷରେ ବିଶ୍ୱ ତମାଖୁ ବର୍ଜନ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଭାରାପ୍ରାପ୍ତ ଚିକିତ୍ସା ଅଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି, ପ୍ରକାଶ ଦାଶ, ଡା. ସୁଧାଂଶୁ ଚାନ୍ଦ, ଡା. ପୁଷ୍ପାଞ୍ଜଳୀ ମହାପାତ୍ର ପ୍ରମୁଖ ଯୋଗଦେଇ ବିଶ୍ୱ ତମାଖୁ ସେବନ ମାନବ ସମାଜ ପ୍ରତି କିପରି କ୍ଷତିକାରକ ଏବଂ ଏଥିରୁ ମୁକ୍ତ ରହିବା ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଛନ୍ତି। ଶ୍ରୀକାନ୍ତ ଦାସ, ରବୀନ୍ଦ୍ର କୁମାର ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ଏକ ସଚେତନତା ରାଲି ରାଜନଗର ବଜାର ପରିକ୍ରମା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମହାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?