Posted inଜାତୀୟ

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ କରିଛନ୍ତି। ପୂର୍ବରୁ ରାଜନାଥ ପ୍ରତିରକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବାବେଳେ ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିଲେ। ସେହିପରି ଶାହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri