Posted inଜାତୀୟ

ରାଜନୈତିକ ଦଳ ଗଠନ କଲେ ଯୋଗେନ୍ଦ୍ର ଯାଦବ: ନିର୍ବାଚନୀ ଚିହ୍ନ ହ୍ବିସିଲ୍‌

ନୂଆଦିଲ୍ଲୀ,୨୭।୬: ସ୍ବରାଜ ଇଣ୍ଡିଆର ସଂଯୋଜକ ଯୋଗେନ୍ଦ୍ର ଯାଦବ ଗୁରୁବାର ରାଜନୈତିକ ଦଳ ଗଠନ ସମ୍ପର୍କରେ ସୂଚନା ଦେଇଛନ୍ତି। ତାଙ୍କ ଦଳର ନିର୍ବାଚନୀ ଚିହ୍ନ ହ୍ବିସିଲ୍‌ ହେବ ବୋଲି ସେ ଘୋଷଣା କରିଛନ୍ତି। ରାଜ୍ୟର ଯୁବବର୍ଗ, ମହିଳା ଏବଂ ଚାଷୀଙ୍କ ସମସ୍ୟାକୁ ତାଙ୍କ ଦଳ ଗୁରୁତ୍ୱଦେବ।ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କ ଦଳ ପକ୍ଷରୁ ପ୍ରାର୍ଥୀ ଛିଡ଼ା କରାଯିବ ବୋଲି ଯୋଗେନ୍ଦ୍ର କହିଛନ୍ତି।  ବିଧାସଭାର ସମସ୍ତ ଆସନରେ ପ୍ରାର୍ଥୀ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୫ରେ ଯୋଗେନ୍ଦ୍ର ସ୍ବରାଜ ଇଣ୍ଡିଆର ଗଠନ କରିଥିଲେ। ଯୋଗେନ୍ଦ୍ର ଚାଷୀଙ୍କ ସମସ୍ୟା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବିରୋଧ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରି ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?