ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ : କଟୁରି ଆକ୍ରମଣରେ ଯୁବକ ଗୁରୁତର

ଅନୁଗୋଳ ଅଫିସ,୧୫।୭: ଅନୁଗୋଳ ଜିଲା ତାଳଚେର ସନ୍ଥପଡ଼ା ଗାଁରେ ରାଜନୈତିକ ଶତ୍ରୁତାରୁ ହିଂସାକାଣ୍ଡ ହୋଇଛି। ଏହି ହିଂସାକାଣ୍ଡ ବେଳେ କଟୁରି ଆକ୍ରମଣରେ ସନ୍ଥପଡ଼ା ଅଞ୍ଚଳର ସୁଶାନ୍ତ କୁମାର ସାହୁ( ୩୫)ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ଭି ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ସନ୍ଥପଡ଼ା ଗାଁର ସୁଶାନ୍ତ ସାମଲ ନାମକ ଜଣେ ଯୁବକଙ୍କ ସେହି ଗାଁର ସରୋଜ ସାମଲଙ୍କ ସହ ସୋମବାର ସକାଳେ କନକଦୁର୍ଗା ମନ୍ଦିର ନିକଟରେ ବଚସା ହୋଇଥିଲ। ବଚସା ସମୟରେ ଉତ୍ତ୍ୟକ୍ତ ହୋଇ ସରୋଜ ଏକ କଟୁରିରେ ସୁଶାନ୍ତଙ୍କୁ ଆକ୍ରମଣ କରିଥିଲେ। ସୁଶାନ୍ତଙ୍କ ବାମ ହାତରେ କ୍ଷତ ହେବା ସହ ଘଟଣାସ୍ଥଳରେ ପଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆକ୍ରମଣକାରୀ ଯୁବକ ସରୋଜ ସନ୍ଥପଡ଼ା ପଞ୍ଚାୟତର ବିଜୁ ଯୁବବାହିନୀ ସଭାପତି ଥିବା ଜଣାପଡ଼ିଛି। ତେବେ ଏନେଇ ତାଳଚେର ଥାନାରେ ଅଭିଯୋଗ କରିଥିବା ଆହତ ସୁଶାନ୍ତଙ୍କ ବାପା ବସନ୍ତ ସାମଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri