ରାଜ୍ୟବ୍ୟାପୀ ପକ୍ଷୀଗଣନା ଆରମ୍ଭ

ଭୁବନେଶ୍ୱର, ୩।୧(ବ୍ୟୁରୋ): ରାଜ୍ୟବ୍ୟାପୀ ପକ୍ଷୀଗଣନା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ବନଖଣ୍ଡ ଏବଂ ଜଳାଶୟରେ ପକ୍ଷୀଗଣନା କରାଯାଉଛି। ଗଣନାରେ ୨୫ରୁ ଊର୍ଦ୍ଧ୍ୱ ଟିମ୍‌ ଏବଂ ହଜାରେରୁ ଅଧିକ ସଦସ୍ୟ ସାମିଲ ଅଛନ୍ତି। ଅନୁଗୋଳର ସାତକୋଶିଆରେ ୧୦ଟି ଟିମ୍‌ ନିୟୋଜିତ କରାଯାଇଛି। ମହାନଦୀ ରିଭର୍‌ ସିଷ୍ଟମ ସହ ଶିଶୁପଥର ଡ୍ୟାମରେ ଏବେ ଗଣନା ଚାଲିଛି। ସେହିପରି ମୟୁରଭଞ୍ଜର ଶିମିଳିପାଳ ସଂଲଗ୍ନ ବିଭିନ୍ନ ଜଳଶୟରେ ମଧ୍ୟ ପକ୍ଷୀଗଣନା ଚାଲିଛି। ଶୁକ୍ରବାରଠାରୁ କେବଳ ପକ୍ଷୀ ଗଣନା ଆରମ୍ଭ ହୋଇଥିବାବେଳେ ଆସନ୍ତା ୯ରୁ ୧୨ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri