ଜୟପୁର, ୫।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ରାଜସ୍ଥାନ ବିଧାନସଭା ନିର୍ବାଚନରେ ବିଜୟ ହାସଲ କରି ସରକାର ଗଢିଥିବା କଂଗ୍ରେସରେ ଏବେ ଦଳୀୟ କନ୍ଦଳ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଯାଉ ବୋଲି ଦାବି ହେଉଛି। କଂଗ୍ରେସ ବିଧାୟକ ବି.ଆର୍ ମୀଣା ସଚିନଙ୍କ ଭଳି ଯୁବ ଚେହେରାଙ୍କୁ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲେ କଂଗ୍ରେସ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭଲ ପ୍ରଦର୍ଶନ କରିଥାନ୍ତା। କଂଗ୍ରେସ ପରାଜୟ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ହଁି ଦାୟୀ ବୋଲି ମୀଣା ଖୋଲାଖୋଲି କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ପୁଅ ବୈଭବ ଗେହଲଟଙ୍କୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ପୁଅ ନିର୍ବାଚନରେ ପରାସ୍ତ ହେବା ପରେ ପାଇଲଟଙ୍କୁ ଦୋଷ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏହାକୁ ନେଇ ଦଳୀୟ ଅସନ୍ତୋଷ ବଢିଚାଲିଛି।
Posted inଆମ ଜିଲା ଖବର View All
ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ
ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...
ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…
ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...
ଚୋରକୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…
ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...
ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା
ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍ ଶନିବାର ଠାରୁ...
ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ
ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...
ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ
ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...
ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ
କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର...
Archives


