ରାଜସ୍ଥାନ କୋଟାରୁ ଆସିଲେ ୩୯ ଛାତ୍ରୀଛାତ୍ର : ହୋମ୍‌କ୍ବାରାଣ୍ଟାଇନ୍‌କୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୪ା୫-ରାଜସ୍ଥାନ କୋଟାରେ ଇଞ୍ଜିନିୟରିଂ ଓ ମେଡିକାଲ ପରୀକ୍ଷା ଲାଗି କୋଚିଂ ନେଉଥିବା ୩୯ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ସୋମବାର ସନ୍ଧ୍ୟାରେ ଦୁଇଟି ବସ୍‌ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ ପରିସରରେ ପହଞ୍ଚିଛି। ସେମାନ ପହଞ୍ଚିବା ପରେ ପୋଲିସ୍‌, ସ୍ବାସ୍ଥ୍ୟ କର୍ମୀଙ୍କ ଉପସ୍ଥିତିରେ ସମସ୍ତଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ସମସ୍ତଙ୍କୁ ବ୍ରହ୍ମପୁରରେ ହୋମ୍‌କ୍ୱାରାଣ୍ଟାନ୍‌ରେ ରଖା ଯାଇଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ପ୍ରଶାସନ ପକ୍ଷରୁ ଜଣାପଡିଛି ଯେ, ଏଠାରେ ରହିଲେ ନିୟମିତ ସ୍ବାସ୍ଥ୍ୟ ଯାଞ୍ଚ ସୁବିଧା ହେବା ସହ ବ୍ରହ୍ମପୁର ମହାନଗର ପକ୍ଷରୁ ଉନ୍ମୋଚନ କରାଯାଇଥିବା ସ୍ବାସ୍ଥ୍ୟ ଆପ୍‌ ଏମାନଙ୍କ ଉପରେ ନଜର ରଖିବ ା


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri