Posted inଖେଳ

ରାଜସ୍ଥାନ ରୟାଲ୍ସରୁ ଭଲ ଲାଭ ମିଳିବ: ଓ୍ବର୍ନ

ମେଲବୋର୍ନ,୮।୧୨(ପି.ଟି.)-ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ କିମ୍ବଦନ୍ତୀ ସ୍ପିନର ଶେନ୍‌ ଓ୍ବାର୍ନଙ୍କ ୦.୭୫ ପ୍ରତିଶତ ମାଲିକାନା ରହିଛି। ୨୦୦୮ପରେ ଅବସର ନେବା ପରେ ତାଙ୍କୁ ପ୍ରତିବର୍ଷ ଏହି ପରିମାଣର ମାଲିକାନା ଦିଆଯାଇଛି ବୋଲି ‘ହେରାଲ୍ଡ ସନ’ ଖବରକାଗଜ ଉଲ୍ଲେଖ କରିଛି। ଏହା ସତ୍ତ୍ୱେ ଭଲ ଲାଭ ପାଇବେ ବୋଲି ଓ୍ବର୍ନ କହିଛନ୍ତି। ଦିନଥିଲା ରାଜସ୍ଥାନ ପାଇଁ ସର୍ବେସର୍ବା ଥିଲି। ସେତେବେଳେ ଅଧିନାୟକ ହେବା ସହିତ ଦଳର କୋଚ୍‌, ମେଣ୍ଟର ଓ ବ୍ରାଣ୍ଡ ଆମ୍ବାସଡର ମଧ୍ୟ ଥିଲି ବୋଲି ଓ୍ବର୍ନ କହିଛନ୍ତି। ସେତେବେଳେ ରବୀନ୍ଦ୍ର ଜଡେଜା ଟିମ୍‌ ଇଣ୍ଡିଆ ପାଇଁ ଖେଳି ନ ଥିଲେ। ତେବେ ଜାଡେଜଙ୍କୁ ଓ୍ବାର୍ନ ସମର୍ଥନ କରିଥିଲେ ଓ ତାଙ୍କୁ ଜଣେ ଆନ୍ତର୍ଜାତୀୟ କ୍ରିକେଟର ବନାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଆଇପିଏଲ୍‌ର ପ୍ରଥମ ସଂସ୍କରଣରେ ଓ୍ବର୍ନ ଅଣ୍ଡରଡଗ୍‌ ବିବେଚିତ ହେଉଥିବା ରାଜସ୍ଥାନକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।
ରଜସ୍ଥାନର ମୂଲ୍ୟ ଏବେ ୨୦୦ ଆମେରିକୀୟ ଡଲାର ରହିଛି। ଆଗାମୀ କିଛି ବର୍ଷ ମଧ୍ୟରେ ଏହା ଦୁଇଗୁଣ ହେବ। ତେଣୁ ଏଥିରେ ୩ ପ୍ରତିଶତ ଅର୍ଥାତ ୪୦୦


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri