ରାଜସ୍ଥାନରୁ ବସ୍‌ରେ ଫେରୁଛନ୍ତି ଛାତ୍ରୀଛାତ୍ର

ବରଗଡ଼ ଅଫିସ୍‌,୧।୫: ରାଜସ୍ଥାନର କୋଟା ଅନ୍ତର୍ଗତ ଆଲେନ୍‌ ଇନଷ୍ଟିଚ୍ୟୁଟ୍‌ର ଛାତ୍ରୀଛାତ୍ର ଶୁକ୍ରବାର ସ୍ବତନ୍ତ୍ର ବସ୍‌ ଯୋଗେ ବରଗଡ଼ ଅଭିମୁଖେ ବାହାରିଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ଜିଲାର ୧୯ ଏବଂ ଝାରସୁଗୁଡ଼ା ଜିଲାର ୬ ଛାତ୍ରୀଛାତ୍ର ଅଛନ୍ତି । ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏବଂ କୋଟା ଜିଲାପାଳଙ୍କ ସହଯୋଗକ୍ରମେ ସେମାନେ ଏଠାକୁ ଫେରୁଛନ୍ତି । ଶନିବାର ସନ୍ଧ୍ୟା ସୁଦ୍ଧା ସେମାବେ ବରଗଡ଼ ପହଞ୍ଚିବେ ବୋଲି ଆଶା କରାଯାଉଛି । ସେମାନଙ୍କ ସହିତ ୨ଜଣ ଅଭିଭାବକ, ୨ଜଣ ଡ୍ରାଇଭର ଏବଂ ଜଣେ କଣ୍ଡକ୍ଟର ମଧ୍ୟ ରହିଛନ୍ତି । ରାୟପୁର ତଥା ବରଗଡ଼-ଛତିଶଗଡ଼ ସୀମାନ୍ତ ଲୁହୁରାଚଟି ଦେଇ ଏହି ବସ୍‌ଟି ବରଗଡ଼ ଆସିବ। ସେମାନେ ପହଞ୍ଚିବା ପରେ ୧୪ଦିନିଆ କ୍ବାରାଣ୍ଟାଇନରେ ରଖାଯିବ ବୋଲି ବରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri