ରାଜସ୍ବ ଗଁ। ମାନ୍ୟତା ପାଇବାରୁ ବଞ୍ଚିତ ବାଞ୍ଜିପଦର

କର୍ଲାମୁଣ୍ଡା,୧୭।୬ (ଡି.ଏନ.ଏ.)

କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସାପଲହରା ପଞ୍ଚାୟତ ଅର୍ନ୍ତଗତ ସାପଲହରା ରାଜସ୍ବ ଗ୍ରାମର ହାମ୍‌ଲେଟ ହେଉଛି ବାଞ୍ଜିପଦର। ବ୍ଲକ କାର୍ଯ୍ୟାଳୟଠାରୁ ୮ କି.ମି. ଦୂରରେ ଥିବା ବାଞ୍ଜିପଦର ଗଁ। ର ଜନସଂଖ୍ୟା ୮୧୯। ୨ଟି ୱାର୍ଡ ବିଶିଷ୍ଟ ଏହି ଗଁାରେ ବିଭିନ୍ନ ବର୍ଗ ଲୋକେ ବସବାସ କରନ୍ତି। ଏହି ଗଁାର ଲୋକେ ଚାଷ ଉପରେ ନିର୍ଭର କରନ୍ତି। ଏଥିରୁ ପ୍ରାୟ ୪୦ ଭାଗ ଦିନ ମଜୁରିଆ ତଥା ଶ୍ରମିକ ଶ୍ରେଣୀର। ରାଜ୍ୟ ବାହାରକୁ ଏମାନେ ଦାଦନ ଶ୍ରମିକ ଭାବେ କାମ କରିବାକୁ ମଧ୍ୟ ଯାଇଥାନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା ଏହି ଗଁାଟି ରାଜସ୍ବ ମାନ୍ୟତା ପାଇବାରୁ ବଞ୍ଚତ୍ତ ହୋଇଛି। ୨୦୦୦ରେ ସାପଲହରା ନୂଆ ପଞ୍ଚାୟତ ହୋଇଛି। ଏଣୁ ବାଞ୍ଜିପଦରକୁ ରାଜସ୍ବ ଗାଁର ମାନ୍ୟତା ଦେବାକୁ ଲୋକେ ଦାବି କରିଆସୁଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଲୋକଙ୍କ ଦାବି ପୂରଣ ହୋଇ ନାହିଁ। ଏ ନେଇ ପୂର୍ବତନ ସମିତି ସଭ୍ୟ କମଳ ସାହୁ କହନ୍ତି ଯେ, ୨୦ ବର୍ଷ ହେଲା ଗଁାକୁ ରାଜସ୍ବ ମାନ୍ୟତା ମିଳିବା ପାଇଁ ଦାବି କରାଯାଉଛି। ଗ୍ରାମବାସୀ ନରୋତ୍ତମ ସାହୁ କହିଛନ୍ତି ଯେ, ରାଜସ୍ବ ମାନ୍ୟତା ପାଇବାର ସବୁ ଯୋଗ୍ୟତା ଥିଲେ ବି ଦାବି ପୂରଣ କରାଯାଉ ନାହିଁ। ବରୁଣ ସାହୁ ନାମକ ଗାଁର ଆଉ ଜଣେ ବ୍ୟକ୍ତି କହିଛନ୍ତି ଯେ, ରାଜସ୍ବ ଗାଁ ମାନ୍ୟତା ପାଇପାରୁ ନ ଥିବାରୁ ଅନେକ ସରକାରୀ ଯୋଜନାରୁ ଗାଁ ଲୋକଙ୍କୁ ଓ ଗାଁକୁ ବଞ୍ଚତ୍ତ ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri