ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ, ଚାରାରୋପଣ କଲେ କଂଗ୍ରେସ କର୍ମକର୍ତ୍ତା

ନୂଆପଡା ଅଫିସ,୨୦ା୮: ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ୭୫ତମ ଜୟନ୍ତୀ ଉତ୍ସବରେ ଜିଲା କଂଗ୍ରେସ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଛି। ସ୍ଥାନୀୟ ହରିପୁର ଗାଁରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ସଭାପତି ଘାସିରାମ ମାଝି ଅଧ୍ୟକ୍ଷତା କରିଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ହାଲ୍ଲା ସିଂ, ଜଗଦିଶ ସାହୁ, ଗୋଡଫୁଲା ସରପଞ୍ଚ ହରି ମାଝି, ମୋତି ରାୱଲ, ରବୀନ୍ଦ୍ର ମଙ୍ଗରାଜ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ବକ୍ତାମାନେ ସ୍ବର୍ଗତ ପ୍ରଧାନମନ୍ତ୍ରୀଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ କାମ କରିବାକୁ କହିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ସଭାପତିଙ୍କ ନେତୃତ୍ୱରେ ସମସ୍ତ କର୍ମକର୍ତ୍ତା ଗାଁ ଚତୁଃପାର୍ଶ୍ୱରେ ଚାରାରୋପଣ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ସେବାଦଳ ପ୍ରମୁଖ ଜଗଦିଶ ସାହୁ, ଲମ୍ବୋଦର ମାଝି, କୈବଲ ମାଝି, ନିର୍ମଳ ହଂସ, କିର୍ତ୍ତନ ମାଝି, ସିର୍ତନ ମାଝି, ସିଦନ ସାହୁ ପ୍ରମୁଖ ଯୋଗଦେଇଥିଲେ। ଜିଲା ଯୁବ କଂଗ୍ରେସ ସଭାପତି ସୌରଭ ଚନ୍ଦ୍ରକାରଙ୍କ ନେତୃତ୍ୱରେ ନଗର ଯୁବ କଂଗ୍ରେସ ସଭାପତି ଗୋଲି ତିୱାରୀ, ପଙ୍କଜ ଜାଲ, ଜଗନ୍ନାଥ ନାଏକ, ଈଶ୍ୱର ମହାରାଜ, ଭୀମ ୟାଦବ ପ୍ରମୁଖ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ । ଜିଲାର ଖରିଆରରୋଡ ହସ୍ପିଟାଲରେ ରୋଗୀ ସେବା କରିବା ସହ ସଫେଇ କାର୍ଯ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

୪ରେ ଗଞ୍ଜାମ ଗସ୍ତରେ ଆସିବେ ରାଷ୍ଟ୍ରପତି: ତପ୍ତପାଣିଠାରେ ମା’ କନ୍ଧୁଣୀ ଦେବୀଙ୍କ କରିବେ ଦର୍ଶନ

ଛତ୍ରପୁର, ୨୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଆସନ୍ତା ଅଗଷ୍ଟ ୪ ତାରିଖରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ ଜିଲା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱରରୁ ଏକ…

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri