Posted inଜାତୀୟ

ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୧।୫: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କ ଗାନ୍ଧୀ ବୀର ଭୂମି ଯାଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଏହାସହ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ରାଜଘାଟରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରିୟଙ୍କାଙ୍କ ପତି ରବର୍ଟ ଭଦ୍ରା ମଧ୍ୟ ରାଜୀବଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଅଗଷ୍ଟ ୨୦, ୧୯୪୪ରେ ଜନ୍ମ ନେଇଥିବା ରାଜୀବ ଉତ୍ତର ପ୍ରଦେଶର ଆମେଠି ନିର୍ବାଚନ ମଣ୍ଡଳୀରୁ ୪ ଥର ବିଜୟୀ ହୋଇଛନ୍ତି। ୬ଷ୍ଠ ତମ ପ୍ରଧାନମନ୍ତ୍ରୀ ଭାବେ ରାଜୀବ ୧୯୮୪-୧୯୮୯ ପର୍ଯ୍ୟନ୍ତ ଶାସନ ଭାର ସମ୍ଭାଳିଥିଲେ। ମେ ୨୧ରେ ଏକ ଆତ୍ମଘାତୀ ବୋମା ବିସ୍ଫୋରଣରେ ତାଙ୍କର ମୃତ୍ୟୁ ହାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri