Posted inଖେଳ

ରାଜେଶ ମହାନ୍ତିଙ୍କୁ ୧୦ ଉଇକେଟ ସଫଳତା

ଭୁବନେଶ୍ୱର,୧୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ଏଠାରେ ଛତିଶଗଡ଼ ବିପକ୍ଷରେ ଖେଳାଯାଇଥିବା ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଦଳ ଏକ ଇନିଂସ ଓ ୩ ରନ୍‌ରେ ଜିତି ନେଇଛି। ବିଜୟୀ ଦଳ ପାଇଁ ପେସର ରାଜେଶ ମହାନ୍ତି ୧୦ ଉଇକେଟ ସଫଳତା ପାଇଛନ୍ତି। ସେ ପ୍ରଥମ ଇନିଂସରେ ୧୮ ଓଭର ବୋଲିଂ କରି ୪୭ ରନ୍‌ ଦେଇ ୭ ମେଡେନ ସହ ୬ ଉଇକେଟ ନେଇଥିଲେ। ଦ୍ୱିତୀୟ ଇନିଂସରେ ୧୧.୪ ଓଭର ବୋଲିଂ କରି ୧୯ ରନ୍‌ ବ୍ୟୟ କରି ୪ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri