ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କଲେ ଅସହାୟ ମହିଳା: ରାଶନ ଯୋଗାଇଲା ଖଲିକୋଟ ପୋଲିସ

ଛତ୍ରପୁର,୨୬ା୪(ଡି.ଏନ୍‌.ଏ.) : ଓଡ଼ିଶା ରାଜ୍ୟ କଣ୍ଟ୍ରୋଲ ରୁମ୍‌କୁ ଗଞ୍ଜାମ ଜିଲା ଖଲିକୋଟ ବ୍ଲକ କେଶପୁରର ଜଣେ ଅସହାୟ ମହିଳା ସୁନୀତା ସୁବୁଦ୍ଧି ଫୋନ୍‌ କରିବାରୁ ତାଙ୍କ ଘରେ ରାଶନ ସାମଗ୍ରୀ ପହଞ୍ଚାଇଛି ପୋଲିସ। ସେ ଫୋନ୍‌ କରି କହିଥିଲେ, ଘରେ ତାଙ୍କର ୩ ବର୍ଷର ଝିଅ ଅଛି। ତାଙ୍କ ସ୍ବାମୀ ବିଦେଶରେ ଅଛନ୍ତି। ଘରେ କିଛି ରାଶନ ଓ ଖାଦ୍ୟ ସାମଗ୍ରୀ ନ ଥିବା ସେ ଫୋନ୍‌ କରି ଜଣାଇଥିଲେ। ଏହାପରେ ରାଜ୍ୟ କଣ୍ଟ୍ରୋଲ ରୁମ୍‌ରୁ ଏସମ୍ପର୍କରେ ଖଲିକୋଟ ଥାନା ପୋଲିସକୁ ଫୋନ୍‌ ଆସିଥିଲା ଉକ୍ତ ମହିଳାଙ୍କ ଘରକୁ ଯାଇ ରାଶନ ଓ ଖାଦ୍ୟ ସାମଗ୍ରୀ ଖଲିକୋଟ ଥାନା ପୋଲିସ ପକ୍ଷରୁ ପ୍ରଦାନ କରଯାଇଥିଲା। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଏନେଇ ଖଲିକୋଟ ପୋଲିସକୁ ପ୍ରଶଂସା କରି ସୋସିଆଲ ମିଡିଆରେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri