ରାଜ୍ୟ କ୍ରିକେଟ ଦଳ ଚୟନ ଶିବିରରେ ଗଞ୍ଜାମରୁ ୬ ଖେଳାଳି

ବ୍ରହ୍ମପୁର ଅଫିସ,୮।୮: କଟକଠାରେ ଶୁକ୍ରବାରଠାରୁ ଓଡ଼ିଶା ୧୬ ବର୍ଷରୁ କମ୍‌ କ୍ରିକେଟ ଦଳ ଚୟନ ପାଇଁ ଶିବିର ଆୟୋଜିତ ହେଉଛି। ଏହି ଶିବିରରେ ଭାଗ ନେବା ପାଇଁ ଗଞ୍ଜାମ ଦଳରୁ ୬ ଜଣ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଆହ୍ବାନ ପଟ୍ଟନାୟକ, ଦୀପକ ଦାସ, ଅମିତ କୁମାର ସାହୁ, ଅଭିଷେକ ପଟ୍ଟନାୟକ, ବିଭୂପ୍ରସାଦ ନାୟକ ଏବଂ ଅମିତ ପଟ୍ଟନାୟକ। ଗଞ୍ଜାମ ଜିଲା କ୍ରିକେଟ ସଂଘ ପକ୍ଷରୁ ଏହି ଖେଳାଳିଙ୍କୁ ଚୟନ କରାଯାଇଛି । ପୂର୍ବରୁ ଆନ୍ତଃଜିଲା ପ୍ରତିଯୋଗିତାରୁ ରାଜ୍ୟ ଦଳ ପାଇଁ ଖେଳାଳିଙ୍କୁ ଚୟନ କରାଯାଉଥିଲା। କିନ୍ତୁ ବର୍ତ୍ତମାନ ଜିଲାଗୁଡ଼ିକରୁ ବଛାବଛା ଖେଳାଳିଙ୍କୁ ନେଇ ରାଜ୍ୟସ୍ତରୀୟ ଚୟନ ଶିବିର ଅନୁଷ୍ଠିତ ହେଉଛି। ସେଠାରେ ରାଜ୍ୟ ଦଳ ପାଇଁ ଖେଳାଳିଙ୍କୁ ଚୟନ କରାଯାଉଛି। ଫଳରେ ପୂର୍ବରୁ ଜିଲାସ୍ତରୀୟ ପ୍ରତିଯୋଗିତାରେ ପ୍ରତିଭା ଦେଖାଇବାକୁ ସୁଯୋଗ ପାଉଥିବା ଖେଳାଳିମାନେ ଏଥିରୁ ବଞ୍ଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆହତ; ଆଫଗାନିସ୍ତାନ ଟି-୨୦ ସିରିଜ ପାଇଁ ଫେରିବେ ନାହିଁ!

ନୂଆଦିଲ୍ଲୀ,୧।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପରେ ଆଉ ଏକ ଝଟକା ଲାଗିଛି। ସେପ୍ଟେମ୍ବର ୧୩ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ସେ…

ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍‌ଶାହା: ପୋଷ୍ଟ ଶେୟାର କରି କହିଲେ…

ରାପର୍‌ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍‌: ବସ୍‌ ହର୍ନରେ ଅସ୍ତବ୍ୟସ୍ତ ରୋଗୀ

ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…

ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ

ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…

ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri