CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ ୨୨, କେନ୍ଦ୍ରାପଡ଼ାରୁ ୧୫, ଜଗତସିଂହପୁରରୁ ୧୦, ମାଲକାନଗିରିରୁ ୯, ବଲାଙ୍ଗୀରରୁ ୮, ଭଦ୍ରକରୁ ୮, ଗଜପତିରୁ ୬, କୋରାପୁଟରୁ ୬, ବାଲେଶ୍ୱରରୁ ୫, ଖୋର୍ଦ୍ଧାରୁ ୫, ଗଞ୍ଜାମରୁ ୪, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଏବଂ ଢେଙ୍କାନାଳରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯୬ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୧ ଜଣ ଚିକତ୍ସାଧୀନ ଅଛନ୍ତି। ୫୫୦ ସୁସ୍ଥ ହୋଇଛନ୍ତି। ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଠିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri