ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୧।୫ : ସନ୍ତ୍ରାସବାଦ ନିରୋଧୀ ଦିବସ ଉପଲକ୍ଷେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ଦ୍ୱାରା ମଙ୍ଗଳବାର ସନ୍ତ୍ରାସବାଦ ନିରୋଧୀ ଶପଥ ପାଠ ହୋଇଯାଇଛି। ଏ ନେଇ ପୂର୍ବାହ୍ନ ୧୧ଟାରେ ମୁଖ୍ୟ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଏକତ୍ରିତ ହୋଇ ଦେଶର ଅହିିଂସା ଓ ସହନଶୀଳତା ପରମ୍ପରା ଉପରେ ଦୃଢ ବିଶ୍ୱାସ ରଖି ସମସ୍ତ ଶକ୍ତି ସହିତ ଆତଙ୍କବାଦ ଓ ହିିଂସାର ବିରୋଧ କରିବା ସହ ମାନବଜୀବନ ଓ ମୂଲ୍ୟବୋଧ ପ୍ରତି ବିପଦ ସୃଷ୍ଟି କରୁଥିବା ବ୍ୟକ୍ତିମାନଙ୍କ ସହ ସଂଗ୍ରାମ କରିବାକୁ ଶପଥ ନେଇଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଉପସ୍ଥିତ ରହି ସମସ୍ତ କର୍ମଚାରୀଙ୍କୁ ଶପଥ ପାଠ କରାଇଛନ୍ତି। ଏଥିରେ ସମସ୍ତ ଏ.ଆଇ.ଜି. ସଂସ୍ଥା ଅଧିକାରୀ, ଉପବିଭାଗ ଅଧିକାରୀ ଓ କର୍ମଚାରୀ ମାନେ ଶପଥ ପାଠ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଏମିତି ଥିଲା ଗାଁ

ଭାରତର ଆତ୍ମା ହେଉଛି ଗାଁ। ସଭ୍ୟତା, ସଂସ୍କୃତି, ପରମ୍ପରା, ସାମାଜିକ ବନ୍ଧନ ଓ ସଦାଚାରର ପ୍ରାଣକେନ୍ଦ୍ର ଯେଉଁଠି ଗୋଟିଏ ଘରେ ସୋରିଷ ଫୁଟିଲେ ସମ୍ପୂର୍ଣ୍ଣ ଗାଁକୁ ବାସିଥାଏ।…

କୃଷି ରପ୍ତାନିର ନୂତନ ଆଶା

ରାଜ୍ୟର କୃଷିବିକାଶ ଓ କୃଷକମାନଙ୍କ ଆୟବୃଦ୍ଧି ପାଇଁ କୃଷି-ରପ୍ତାନି ଏକ ପ୍ରମୁଖ ମାର୍ଗ। କୃଷି-ରପ୍ତାନି ପାଇଁ ପାରମ୍ପରିକ ଜୈବିକ କୃଷି ଓ ଅତ୍ୟାଧୁନିକ କୃଷି ଅଧିକ ସୁଯୋଗ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri