Posted inପୁରୀ

ରାଜ୍ୟ ବାହାର ଶ୍ରମିକ, ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ନିମାପଡ଼ା,୨।୪(ଡି.ଏନ.ଏ.): ଲକଡାଉନ ଘୋଷଣା ପରେ ନିମାପଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଫସିଥିବା ରାଜ୍ୟ ବାହାର ୧୪୦ଜଣ ଶ୍ରମିକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ୭ଦିନ ପାଇଁ ଚାଉଳ, ଡାଲି, ତେଲ, ପନିପରିବା ଓ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସେହିପରି ଗଡ଼ପଦନପୁର, ସିଲଙ୍ଗ, ଅଲଣ୍ଡା, ନୂଆସନ୍ତ, ବାମନାଳ, ବାହାରେଣା, କୋଟକୋସାଙ୍ଗ ଆଦି ୭ଟି ପଞ୍ଚାୟତରେ ଥିବା ଗରିବ, ନିରାଶ୍ରୟ, ମାନସିକବିକାରଗ୍ରସ୍ତ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଥିବା ବିଡିଓ ମନୋଜ କୁମାର ବେହେରା କହିଛନ୍ତି। ବ୍ଲକ କର୍ମଚାରୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ଅଙ୍ଗନଓ୍ବାଡି କର୍ମୀମାନଙ୍କ ସହାୟତାରେ ଅନ୍ୟ ଜାଗାରେ ରହିଥିବା ବାହାର ରାଜ୍ୟର ଶ୍ରମିକ, ଦିନମଜୁରିଆ, ଗରିବମାନଙ୍କୁ ଗ୍ରସେରି ସାମଗ୍ରୀ, ପନିପରିବା, ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ଏହାସହ ଶ୍ରମିକମାନେ ରହିବା ପାଇଁ ବିଭିନ୍ନ ବିଦ୍ୟାଳୟ, ରାଜୀବ ଗାନ୍ଧୀ ସେବା କେନ୍ଦ୍ର, ଅଙ୍ଗନଓ୍ବାଡି ଗୃହ ଆଦିରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିତ୍ବା ବିଡିଓ ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri