Posted inଜାତୀୟ

ରାଜ୍ୟ ସଂଖ୍ୟା ୨୮, କେନ୍ଦ୍ର ଶାସିତଅଞ୍ଚଳ ହେଲା ୯

ଶ୍ରୀନଗର,୩୧।୧୦:

ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଭାବେ ୧୯୮୫ ବ୍ୟାଚ୍‌ର ଗୁଜରାଟ କ୍ୟାଡ଼ର ଆଇଏଏସ୍‌ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଲଦାଖର ଉପରାଜ୍ୟପାଳଭାବେ ଅବସରପ୍ରାପ୍ତ ୧୯୭୭ ତ୍ରିପୁରା କ୍ୟାଡ଼ର ଆଇଏଏସ୍‌ ଅଫିସର ରାଧାକୃଷ୍ଣ ମାଥୁରଙ୍କୁ ନିଯୁକ୍ତ କରାଯାଇଛି। ଜମ୍ମୁ-କଶ୍ମୀର ଏବଂ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ହେବାଦ୍ୱାରା ଭାରତର ରାଜ୍ୟ ସଂଖ୍ୟା କମି ୨୮ ହୋଇଛି। ସେହିପରି କେନ୍ଦ୍ର ଶାସିତଅଞ୍ଚଳ ସଂଖ୍ୟା ବୃଦ୍ଧି ପାଇ ୯ରେ ପହଞ୍ଚିଛି। ଏହି ଦୁଇ କେନ୍ଦ୍ରଶାସିତ ଅଞ୍ଚଳରେ ଆଧାର ସହିତ ୧୦୬ ନୂଆ ଆଇନ୍‌ ଲାଗୁ ହୋଇଛି। ଅପରପକ୍ଷରେ ୧୫୩ଟି ସ୍ବତନ୍ତ୍ର ଆଇନର ଯୁଗ ଶେଷ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

‘ପାରସ୍ୟ ଉପସାଗରର ଦୟନୀୟ ଜଳଦସ୍ୟୁ’: ମିମ୍ସ ଆଉ ଭିଡିଓ ମାଧ୍ୟମରେ ଟ୍ରମ୍ପଙ୍କୁ ଉପହାସ କଲା ଇରାନ

ତେହରାନ,୧୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପ୍ରତି ଅନିଶ୍ଚିତ ଶାନ୍ତି ଆଲୋଚନା ମଧ୍ୟରେ, ଇରାନ ଏକ ନୂତନ ପ୍ରକାରର କୂଟନୈତିକ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri