ରାଜ୍ୟ ସଭା ପ୍ରାର୍ଥୀ ଭବାନୀପାଟଣାର ସୁଜିତ୍‌ କୁମାର: ଜିଲାରେ ଖୁସିର ଲହରି

ଭବାନୀପାଟଣା,୮।୩(ଡି.ଏନ୍‌.ଏ.): ରାଜ୍ୟ ବିଜେଡି ପକ୍ଷରୁ ଘୋଷିତ ପ୍ରାର୍ଥୀ ତାଲିକାରେ କଳାହାଣ୍ଡି ଜିଲାର ଭବାନୀପାଟଣା ନିବାସୀ ସୁଜିତ୍‌ କୁମାରଙ୍କ ନାମ ପ୍ରକାଶ ପାଇବା ପରେ ସହର ସମେତ ସମଗ୍ର ଜିଲାରେ ଖୁସିର ଲହରି ଖେଳିଖଯାଇଛି। ଏନେଇ ସୁଜିତ୍‌ କୁମାରଙ୍କୁ ଓ ତାଙ୍କ ପରିବାରଙ୍କ ନିକଟକୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ବିଜେଡି ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଭାବେ ଚୟନ କରାଯିବା ପରେ ଖୁସିରେ ବିଭୋର ହୋଇ ସେ କହିଛନ୍ତି, ଏହା ମୋ’ ପାଇଁ ଏକ ସର୍‌ପ୍ରାଇଜ୍‌। ମୁଖ୍ୟମନ୍ତ୍ରୀ ମୋତେ ଯେଉଁ ଆଶା ଓ ଭରସାରେ ନେଇଛନ୍ତି ନିଶ୍ଚିନ୍ତ ଭାବରେ ଭଲକାମ କରି ସେହି ଭରସାକୁ ଅତୁଟ ରଖିବି। ଶିକ୍ଷା, ଗମନାଗମନ, ଆଦିବାସୀ ଅଞ୍ଚଳର ବିକାଶ କରିବା ସହିତ ସମଗ୍ର ଅଞ୍ଚଳର ବିକାଶ ପ୍ରତି ଗୁରୁତ୍ୱ ଦେବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ ଅନ୍ନା ହଜାରେ, କିଏ ହାରିଲା…

ନୂଆଦିଲ୍ଲୀ,୨୬ା୭: NEET ପେପର୍‌ ଲିକ୍ ମାମଲାକୁ ନେଇ ସାରା ଦେଶରେ ହୋଇଥିବା ଛାତ୍ର ଆନ୍ଦୋଳନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସମାଜସେବୀ ଅନ୍ନା…

କେତେ ସମ୍ପତ୍ତିର ମାଲିକ ପ୍ରହ୍ଲାଦ ଯୋଶୀ, ଜାଣନ୍ତୁ ଶିକ୍ଷାମନ୍ତ୍ରୀଙ୍କ ନେଟଓ଼୍ବର୍ଥ…

ନୂଆଦିଲ୍ଲୀ,୨୬ା୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ପୂର୍ବରୁ ହିଁ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ସମ୍ଭାଳୁଛନ୍ତି। ଶିକ୍ଷାମନ୍ତ୍ରୀ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

କ୍ରୋଧର କାରଣ

ବର୍ତ୍ତମାନର ଆନ୍ଦୋଳନଗୁଡ଼ିକ ଯେଉଁଭଳି ବଡ଼ ଆକାରରେ ସୃଷ୍ଟି ହେଲା ତାହାକୁ ନେଇ ଅନେକେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ଏଭଳି କ୍ରୋଧ କେଉଁ ସ୍ଥିତିରୁ ସୃଷ୍ଟି ହେଲା ତାହା ବୁଝିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri