Posted inଜାତୀୟ

ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ପାସ୍‌ ହେବାର ଗୋଟିଏ ଦିନ ପରେ ସ୍ତ୍ରୀଙ୍କୁ ସ୍ବାମୀ ଦେଲେ ତଲାକ୍‌

ଅହମ୍ମଦାବାଦ୍‌,୩୧।୭: ରାଜ୍ୟ ସଭାରେ ତିନି ତଲାକ୍‌ ବିଲ୍‌ ମଙ୍ଗଳବାର ପାସ୍‌ ହୋଇଛି। ତେବେ ବୁଧବାର ଗୁଜରାଟ ଅହମ୍ମଦାବାଦ୍‌ରେ ସ୍ତ୍ରୀଙ୍କୁ ସ୍ବାମୀ ତିନି ତଲାକ୍‌ ଦେଇଛନ୍ତି। ଏହାପରେ ସ୍ତ୍ରୀ ଆତ୍ମହତ୍ୟା କରିବାର ଉଦ୍ୟମ କରିଥିବା କୁହାଯାଉଛି। ତାଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି। ସ୍ତ୍ରୀ ତାଙ୍କ ସ୍ବାମୀ ଏବଂ ଅନ୍ୟ ପରିବାର ସଦସ୍ୟଙ୍କ ବିରୋଧରେ ମାମଲା ଦାଏର କରିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri