Posted inଜାତୀୟ

ରାଜ୍ୟ ସଭାରେ ହଙ୍ଗାମା କଲେ ଭୋଟିଂ ଅଧିକାରରୁ ବଞ୍ଚିତ ହେବେ ସଦସ୍ୟ !

ନୂଆଦିଲ୍ଲୀ,୨୦।୨: ଏଣିକି ରାଜ୍ୟ ସଭାରେ ହଙ୍ଗାମା କଲେ ସଦସ୍ୟଙ୍କ ବିରୋଧ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନେ ଭୋଟିଂ ଅଧିକାରରୁ ବଞ୍ଚିତ ହେବାର ଆଶଙ୍କା ରହିଛି। ରାଜ୍ୟ ସଭା ଜେନେରାଲ ପ୍ରପୋଜ୍‌ କମିଟି(ଜେପିସି)ରେ ହଙ୍ଗାମା କରୁଥିବା ସଦସ୍ୟଙ୍କ ବିରୋଧରେ ପଦକ୍ଷେପ ଗ୍ରହଣ କରିବାକୁ ସୁପାରିଶ କରାଯାଇଛି। ହଙ୍ଗାମା ଯୋଗୁ ଗୃହର ସାଧାରଣ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଉପରେ ଜୋର୍‌ ଦିଆଯାଉଛି। ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କିୟା ନାଇଡୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏକ ବୈଠକରେ ବର୍ତ୍ତମାନ ପ୍ରଚଳିତ ୩୦୩ ନିୟମ ମଧ୍ୟରୁ ୭୭ ନିୟମର ସଂଶୋଧନ ଏବଂ ୧୨୪ ନୂଆ ନିୟମ ପ୍ରଣୟନ ଉପରେ ଆଲୋଚନା ହୋଇଛି। ବୈଠକରେ ୨୩ଟି ରାଜନୈତିକ ଦଳର ପ୍ରତିନିଧି ଯୋଗଦେଇଥିଲେ। ବୈଠକରେ ଏଭଳି ପ୍ରସ୍ତାବ ଉପରେ ସହମତି ପ୍ରକାଶ ପାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ଆବାସ୍ ଆରାଘଚୀ। ଏବେ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ଭାଷଣ ଦେବା ପୂର୍ୱରୁ ହାତରେ କାହିଁକି ବ୍ୟାଣ୍ଡେଜ ବାନ୍ଧିଥିଲେ ରାହୁଲ? ସଂସଦ ଭିତରେ କହିଦେଲେ…

ନୂଆଦିଲ୍ଲୀ,୧୭।୪: ସଂସଦର ସ୍ୱତନ୍ତ୍ର ଅଧିବେଶନ ସମୟରେ ମହିଳା ସଂରକ୍ଷଣ ବିଲ ଉପରେ ଚାଲିଥିବା ବିତର୍କ ମଧ୍ୟରେ ସମସ୍ତଙ୍କ ନଜର ରାହୁଲ ଗାନ୍ଧୀଙ୍କ ଉପରେ ଥିଲା। ଉଲ୍ଲେଖନୀୟ ଯେ,…

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ନିର୍ଦ୍ଦେଶ ଦେଲେ ଆହ୍ଲାବାଦ ହାଇକୋର୍ଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୪: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲାରେ ବଢ଼ୁଥିବା ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆହ୍ଲାବାଦ ହାଇକୋର୍ଟର…

୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…

ନୀତୀଶ କୁମାର ହେଲେ ଅମିତ ଶାହାଙ୍କ ପଡ଼ୋଶୀ: ଦିଲ୍ଲୀରେ ୩ ଏକର ଭିଭିଆଇପି ବଙ୍ଗଳା ଆବଣ୍ଟିତ

ନୂଆଦିଲ୍ଲୀ,୧୭।୪: ନୀତୀଶଙ୍କୁ ଦିଲ୍ଲୀରେ ଏକ ଟାଇପ-୮ ବର୍ଗର ସରକାରୀ ବଙ୍ଗଳା ଆବଣ୍ଟିତ କରାଯାଇଛି, ଯାହାଦ୍ୱାରା ରାଜଧାନୀର ସବୁଠାରୁ VVIP ଜୋନରେ ତାଙ୍କର ରାଜନୈତିକ ଠିକଣା ପ୍ରତିଷ୍ଠା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri