ରାଜ୍ୟ ସରକାରଙ୍କ ନିଷ୍ପତ୍ତି: କରୋନା ଯୋଗୁ ମୁଖ୍ୟମନ୍ତ୍ରୀ-ମନ୍ତ୍ରୀ-ବିଧାୟକଙ୍କ ୭୦%, ଅଫିସରଙ୍କ ୫୦% ଦରମା ସ୍ଥଗିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନା ଏବଂ ଲକ୍‌ଡାଉନ୍‌ ପାଇଁ ବଡ଼ ବଡ଼ିଆମାନଙ୍କ ଦରମା କଟିବ। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକଙ୍କ ୭୦% ଦରମା ସ୍ଥଗିତ ରହିବ। ଗ୍ରସ୍‌ ସାଲାରୀର ୭୦% ଡେଫରମେଣ୍ଟ ପାଇଁ ମଙ୍ଗଳବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁ ସେମାନେ ଦରମାର ୩୦% ପାଇବେ। ସେହିଭଳି ସର୍ବଭାରତୀୟ ସେବା ଅଧିକାରୀ ତଥା ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌ଙ୍କ ଦରମା ୫୦% ସ୍ଥଗିତ ରହିବ। ଅଫିସରମାନଙ୍କ ଗ୍ରସ୍‌ ସାଲାରୀର ୫୦% ଡେଫରମେଣ୍ଟ ରହିବା ନେଇ ଘୋଷଣା ହୋଇଛି। ଲକ୍‌ଡାଉନ୍‌ ପାଇଁ ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଏହି ଦରମା କଟାଯାଉଛି। ଏହାକୁ ତତ୍କାଳ ଲାଗୁ କରିବା ଲାଗି କୁହାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

ଆନ୍ଧ୍ରପ୍ରଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ମୃତ୍ୟୁ ସଂଖ୍ୟା ୪, ହାଇ ଆଲର୍ଟରେ…

ଅମରାବତୀ,୧୭।୭: ଆନ୍ଧ୍ରରେ ମାଡୁଛି କରୋନା ଭାଇରସ୍ । ରାଜ୍ୟ ସ୍ୱାସ୍ଥ୍ୟ କମିଶନର ଜି. ବୀରାପାଣ୍ଡିଆନ୍ କହିଛନ୍ତି ଯେ ଜୁନ୍ ୨୬ ରୁ ଜୁଲାଇ ୧୬ ମଧ୍ୟରେ ରାଜ୍ୟରେ…

ବଙ୍ଗୋପସାଗରରେ ବୁଡ଼ିଗଲା ଦୁଇ ଡଙ୍ଗା; ୫୦୦ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ମୃତ୍ୟୁ ଆଶଙ୍କା

ନୂଆଦିଲ୍ଲୀ,୧୭।୭: ମ୍ୟାନମାରରୁ ଯାଇଥିବା ୫୦୦ ରୁ ଅଧିକ ଲୋକ ସମୁଦ୍ରରେ ନିଖୋଜ ହେବାର ଆଶଙ୍କା କରାଯାଉଛି। ଖରାପ ପାଗ ଯୋଗୁ ମ୍ୟାନମାର ଉପକୂଳ ନିକଟରେ ଦୁଇଟି ଡଙ୍ଗା…

ସୋନମ ୱାଙ୍ଗଚୁକଙ୍କ ବିସ୍ଫୋରକ ବୟାନ, ‘ପଦଯାତ୍ରା ସଫଳ ନ ହେଲେ, ମୁଁ ଭୂତ ହୋଇ…’

ନୂଆଦିଲ୍ଲୀ,୧୭।୭: NEET ପେପର ଲିକ୍‌ ଏବଂ ପରୀକ୍ଷା ପ୍ରଣାଳୀରେ ହୋଇଥିବା କଥିତ ଅନିୟମିତତା ପ୍ରତିବାଦରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଶୁକ୍ରବାର ୨୦ତମ ଦିନରେ ପ୍ରବେଶ…

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri