ରାଜ୍ୟ ସରକାରଙ୍କୁ ଚିଠି ଲେଖିଲା ଶ୍ରମ ମନ୍ତ୍ରଣାଳୟ

ଭୁବନେଶ୍ୱର,୨୪।୩:(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ବହୁ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତାହାର ପ୍ରଭାବରେ ବଡ଼ବଡ଼ କମ୍ପାନୀଠାରୁ ଆରମ୍ଭ କରି ଛୋଟ ବ୍ୟବସାୟୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରଭାବିତ ହୋଇଛନ୍ତି। ଏଭଳିସ୍ଥିତିରେ ବହୁ ଘରୋଇ କମ୍ପାନୀ ନିଜ ଶ୍ରମିକ, କର୍ମଚାରୀମାନଙ୍କ ଦୈନିକ ମଜୁରି କାଟ୍‌ କରିବାକୁ କହୁଥିବାବେଳେ ବହୁଜଣଙ୍କୁ ଛଟେଇ କରାଯାଉଥିବା ଅଭିଯୋଗ ଆସୁଛି। ତେଣୁ ଛଟେଇ କିମ୍ବା ଦରମା କାଟ କଟକଣା ଜାରି କରିବାକୁ କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ସଚିବ ହୀରାଲାଲ ସାମାରିଆ ରାଜ୍ୟ ସରକାରଙ୍କ ନିକଟକୁ ଚିଠି ଲେଖି ଅନୁରୋଧ କରିଛନ୍ତି। ମନ୍ତ୍ରଣାଳୟ ପକ୍ଷରୁ ଦର୍ଶାଯାଇଛି ଯେ, ସରକାରୀ ଓ ଘରୋଇ ପ୍ରତିଷ୍ଠାନଗୁଡ଼ିକ ଅସ୍ଥାୟୀ କିମ୍ବା ଠିକା କର୍ମଚାରୀଙ୍କୁ ଯେଭଳି ଚାକିରିରୁ ଛଟେଇ ଓ ଦରମା କାଟ ନ କରିବେ ସେଥିପ୍ରତି ଧ୍ୟାନ ଦେବା ରାଜ୍ୟ ସରକାରଙ୍କ ଦାୟିତ୍ୱ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?