ରାଜ୍ୟ ସ୍ତରୀୟ ସିପାକଟାକ୍ରୋ ପ୍ରତିଯୋଗିତା: ମୟୂରଭଞ୍ଜ ବାଳିକା ଟିମ୍‌ ରନର୍ସଅପ୍‌

ବାରିପଦା ଅଫିସ,୧୨ା୧- ରାଜ୍ୟ ବିଦ୍ୟାଳୟ ସ୍ତରୀୟ ୧୭ ବର୍ଷରୁ କମ ବାଳିକା ଓ ବାଳକ ବର୍ଗର ସିପାକଟାକ୍ରୋ ପ୍ରତିଯୋଗିତା ଗତ ୯ ଓ ୧୦ ତାରିଖ ଦୁଇ ଦିନ ଧରି ପୁରୀ ଜିଲା ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ମୟୂରଭଞ୍ଜ ଜିଲାର ବାଳିକା ଟିମ୍‌ ରନର୍ସଅପ ହୋଇଛି। ଫାଇନାଲରେ ଭଦ୍ରକ ଦଳଠାରୁ ପରାସ୍ତ ହୋଇ ମୟୂରଭଞ୍ଜ ଦଳ ରନର୍ସ ଅପ୍‌ ହୋଇଛି। ବାଳିକା ଟିମ୍‌ରେ ପାନ ମୁର୍ମୁ, ହିସି ହେମ୍ବ୍ରମ ଓ ଅନା ହେମ୍ବ୍ରମ ଥିବା ବେଳେ ବାଳିକା ଟିମ ମ୍ୟାନେଜର ଭାବେ ପିଟିଆଇ ପ୍ରିୟଙ୍କା ଯେଶୱାଲ ପୁରୀ ଗସ୍ତରେ ଯାଇଥିଲେ। କୃତୀ ଟିମ୍‌କୁ ଜିଲା ଶାରିରୀକ ଶିକ୍ଷା ନିରୀକ୍ଷକ ଭାଗୀରଥି ମଲିକ, ଭାଗବତଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବ୍ରତ ଜେନା, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ କହ୍ନେଇଲାଲ ମହାନ୍ତ ଓ ଶାରିରୀକ ଶିକ୍ଷା ଶିକ୍ଷକ ଦୀପକ ରାମ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୦ଦିନ ପରେ ଓଡ଼ିଶାରେ ପ୍ରଳୟ! ଏବେଠୁ ପ୍ରଭାବ ପଡିବା ଆରମ୍ଭ?

ଭୁବନେଶ୍ବର,୨୨ା୫: ଦେଶର ଅଧିକାଂଶ ଭାଗରେ ପାରଦ ଏବେ ୪୫ ରୁ ୪୮ ଡିଗ୍ରୀ ସେଲସିୟସ ପାର୍‌ କରିସାରିଲାଣି। ଦିଲ୍ଲୀ-ଏନସିଆର, ଉତ୍ତର ଭାରତ ଏବଂ ଓ ସମେତ ବିଭିନ୍ନ…

ସିଂହାସନୀ ପୀଠକୁ ଯାଉଥିବାବେଳେ ବାଟରେ ଘଟିଲା ଅଘଟଣ: ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜଣଙ୍କ ଜୀବନ

ପୁରୁଷୋତ୍ତମପୁର,୨୨।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭୂତସରସିଙ୍ଗି -ଶିକୁଳା ରାସ୍ତାର ଲଡକାପଲ୍ଲୀଠାରେ ଶୁକ୍ରବାର ଏକ ବସ୍‌ ଓ ଅଟୋ ମଧ୍ୟରେ ଧକ୍କା ହୋଇଛି ।…

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri