Posted inଖେଳ

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ: ପ୍ରସ୍ତୁତି ଅନୁଧ୍ୟାନ କଲେ କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୩ା୭- ଆଉ ୪ ଦିନ ପରେ ଜବାହାରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ କ୍ରୀଡ଼ା ଆରମ୍ଭ ହେବ । ଏ ନେଇ ଶୁକ୍ରବାର ଅପରାହ୍ନରେ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା । ବଡ଼ଧରଣର ଏହି ଟୁର୍ନାମେଣ୍ଟ ନିମନ୍ତେ ସମସ୍ତ କାର୍ଯ୍ୟ ଠିକ ଭାବରେ ଚାଲିଛି ବୋଲି ମନ୍ତ୍ରୀ ବେହେରା ଅନୁଧ୍ୟାନ ଶେଷ କରି କହିଛନ୍ତି । ଅନ୍ୟପକ୍ଷରେ ୧୫ ତାରିଖରେ ଦଳ ଗୁଡ଼ିକ ଓଡ଼ିଶାରେ ପହଞ୍ଚିବା କାର୍ଯ୍ୟ ସୂଚୀ ରହିଥିବା ବେଳେ ଏବେ ସୁଦ୍ଧା ଉଗାଣ୍ଡା ଓ ଜର୍ସି ଦଳ ଭିଜା ସମସ୍ୟା ଭିତରେ ରହିଛନ୍ତି । ଉଭୟ ଦଳ ଆସିବା ନେଇ ପୂର୍ବରୁ ସ୍ପଷ୍ଟ କରିଥିଲେ ମଧ୍ୟ ଏବେ ସୁଦ୍ଧା ସେମାନଙ୍କୁ ଭିଜା ମିଳି ପାରିନାହିଁ ବୋଲି ରାଜ୍ୟ ସଂଘ ସମ୍ପାଦକ ରବୀନ୍ଦ୍ର କୁମାର ପରିଡ଼ା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଶେନ୍‌ ଓ୍ବର୍ନଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ପୁଅ ଜ୍ୟାକ୍‌ସନ

ନୂଆଦିଲ୍ଲୀ,୧୪ା୪: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ହଠାତ୍‌ ପରଲୋକ ଘଟିବାର ୪ ବର୍ଷ ପରେ ତାଙ୍କ ମୃତ୍ୟୁକୁ ନେଇ ପୁଅ ଜ୍ୟାକ୍‌ସନ ଓ୍ବର୍ନ ମୁହଁ…

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri