Posted inଖେଳ

ରାଜ୍ୟପାଳ ହୋଇପାରନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

କଲମ୍ବୋ,୨୧।୧୧:ଶ୍ରୀଲଙ୍କାର ପୂର୍ବତନ କ୍ରିକେଟର ମୂଥୟା ମୁରଲିଧରନଙ୍କୁ ନେଇ ଏବେ ଚର୍ଚ୍ଚା। ଏବେ ସେ ଆଉ ଏକ ଇନିଂଶ ଖେଲିବାକୁ ଯାଉଛନ୍ତି। କ୍ରିକେଟରେ ନୁହେଁ ଏଥର ରାଜନୈତିକ ମୈଦାନକୁ ଓହ୍ଲାଇବାର ଯୋଜନା କରୁଛନ୍ତି ମୁରଲିଧରନ। ତାମିଲ ବହୁଳ ଅଞ୍ଚଳରେ ତାଙ୍କୁ ରାଜ୍ୟପାଳ କରାଯିବା ନେଇ ବିଚାର ଚାଲିଥିବା ଜଣାପଡିଛି। ମୁରଲିଧରନ ଭାରତୀୟ ମୂଳର ତାଲିମ ଅଟନ୍ତି। ସେ ଶ୍ରୀଲଙ୍କା କାଣ୍ଡି ସହରରେ ରହୁଛନ୍ତି। ନିକଟରେ ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନ ଜିତିଥିବା ଗୋତବାୟା ରାଜପକ୍‌ସେଙ୍କୁ ସେ ଖୋଲାଖୋଲି ସମର୍ଥନ ଦେଇଥିଲେ। ତେଣୁ ଚର୍ଚ୍ଚା ହେଉଛି କି, ଗୋତାବୟାଙ୍କ ନେତୃତ୍ୱରେ ଗଠିତ ସରକାରରେ ମୁରଲିଧରନଙ୍କୁ ସାମିଲ କରାଯିବ। କିନ୍ତୁ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିପାହିଁ। ସୂଚନାଯୋଗ୍ୟ, ଟେଷ୍ଟ କ୍ରିକେଟରେ ସେ ୮୦୦ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri