Posted inଜାତୀୟ

ରାଜ୍ୟପାଳଙ୍କ ରୋଡ୍‌ମ୍ୟାପ୍‌

ଶ୍ରୀନଗର,୧୯ା୯(ପି.ଟି): ପିଓକେକୁ ଫେରାଇଆଣିବା ପାଇଁ ବଳପ୍ରୟୋଗର ଆବଶ୍ୟକତା ନାହିଁ। ଜମ୍ମୁ-କଶ୍ମୀରରେ ଏପରି ବିକାଶ କରାଯିବା ଉଚିତ, ଯାହାକୁ ଦେଖି ପିଓକେବାସୀ ଭାରତ ସହ ମିଶିବା ପାଇଁ ପାକିସ୍ତାନ ବିରୋଧରେ ବିଦ୍ରୋହ କରିବେ। ଶ୍ରୀନଗରରେ ଏକ କାର୍ଯ୍ୟକ୍ରମକୁ ବୁଧବାର ସମ୍ବୋଧିତ କରି ଜମ୍ମୁ-କଶ୍ମୀର ରାଜ୍ୟପାଳ ସତ୍ୟପାଲ ମଲିକ ଏହା କହିଛନ୍ତି। କେତେଜଣ କେନ୍ଦ୍ରମନ୍ତ୍ରୀ ପିଓକେକୁ ଫେରାଇ ଆଣିବା ନେଇ ବାରମ୍ବାର କହୁଛନ୍ତି। ଯଦି ପରବର୍ତ୍ତୀ ଟାର୍ଗେଟ ପିଓକେ ତେବେ କଶ୍ମୀରରେ ବିକାଶ କରି ଆମେ ଲକ୍ଷ୍ୟ ହାସଲ କରିପାରିବା। ଏପରି କଲେ ସୀମା ସେପଟେ ଥିବା ଲୋକେ ବିଦ୍ରୋହ କରି ଭାରତ ସହ ମିଶିବାକୁ ଚାହିଁବେ ।  ଏହା ହିଁ ରୋଡ୍‌ମ୍ୟାପ୍‌ ବୋଲି ରାଜ୍ୟପାଳ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri