CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ  ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୧ ହଜାର ୧୨୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ୧୬୩ଟି ପଜିଟିଭ୍‌ ବାହାରିଛି। ୬୦ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୧୦୨ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri