ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଛି।
ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି ସୂଚନା ମିଳିଛି।
ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର କ୍ରସର ବିଜୁ ଏକ୍ସପ୍ରେସ ରାସ୍ତାରେ ଗତ ୩୧ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଜଣେ…
ପୁରୁଷୋତ୍ତମପୁର,୫।୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୁଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳକୁ ଛାରଖାର କରିଦେଇଛି । ଘରଦ୍ୱାରଠାରୁ ଆରମ୍ଭ କରି ଚାଷଜମି…
ଛତ୍ରପୁର,୫।୧୧(ଦିଲ୍ଲୀପ ସାମଲ) : ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ବନ୍ୟାରେ ଗଞ୍ଜାମ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି । ଫଳରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ…
କଟକ ସଦର,୫ା୧୧(ସୁଶାନ୍ତ କୁମାର ଜେନା): ଆସନ୍ତା ୬ ତାରିଖରେ ରାଜ୍ୟରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ ଯୋଜନା ଆରମ୍ଭ ହେବାକୁ ଯାଉଛି। ଏହି ଯୋଜନାରେ କଟକ ସଦର ବ୍ଲକ…
ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗିଡ଼ିପାବାଲିରେ ଗତ ୨୮ ତାରିଖରେ ଭୂସ୍ଖଳନ ଯୋଗୁ ୧୩ ଜଣ ନିଖୋଜ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ…
ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…
ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…
ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…