ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ ୧୭ ଜଣ ଲେଖାଏ, ଜଗତସିଂହପୁର, ସମ୍ବଲପୁରରୁ ୧୪ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜ, ରାୟଗଡା, ଓ ସୁନ୍ଦରଗଡରୁ ୧୨ ଜଣ ଲେଖାଏ, ବାଲେଶ୍ୱରରୁ ୧୦, ଝାରସୁଗୁଡାରୁ ୯, କେନ୍ଦ୍ରପଡାରୁ ୯, ପୁରୀରୁ ୯, ଢେଙ୍କାନାଳରୁ ୮, ଯାଜପୁରରୁ ୭, ବଲାଙ୍ଗୀରରୁ ୬, ବୌଦ୍ଧରୁ ୫, ଦେଓଗଡରୁ ୩, ନବରଙ୍ଗପୁରରୁ ୨ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୭୩୭୩ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri