Posted inରାଜ୍ୟ

CORONAVIRUS UPDATE: ରାଜ୍ୟରେ ଆଉ ୭କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୧୧୮

ଭୁବନେଶ୍ୱର,୨୮।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ଭଦ୍ରକ ଓ ସୁନ୍ଦରଗଡ ଜିଲାର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri