ରାଜ୍ୟରେ ଉତ୍ପାଦନ ହେଉଛି ୨୦ହଜାର ମେଟ୍ରିକ୍‌ ଟନ୍‌ ଲିଚୁ

ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲିଚୁ ଚାଷ ପାଇଁ ଆର୍ଦ୍ର ଉପକ୍ରାନ୍ତୀୟ ଜଳବାୟୁ ଅତ୍ୟନ୍ତ ଉତ୍କୃଷ୍ଟ। ଓଡ଼ିଶାରେ ପ୍ରାୟ ୪,୪୭୭ ହେକ୍ଟର ଜମିରେ ଲିଚୁ ଚାଷ କରାଯାଇ ୨୦,୪୩୧ ମେଟ୍ରିକ୍‌ ଟନ୍‌ ଉତ୍ପାଦିତ ହେଉଛି। ଓଡ଼ିଶାରେ ସମ୍ବଲପୁର ଜିଲାର କୁଚିଣ୍ଡା, ସୁନ୍ଦରଗଡ଼ ଜିଲାର ପାନପୋଷ, ବଣାଇଁ, ଖଣ୍ଡାଧାର, ଦେବଗଡ଼ ଜିଲାର ବାରକୋଟ, ତିଳେଇବଣି, ଗଜପତି ଜିଲାର ରା.ଉଦୟଗିରି, ଅନୁଗୋଳ ଜିଲାର ପାଲଲହଡ଼ା, କିଶାନନଗର, କନ୍ଧମାଳ ଜିଲାର ଟିକାବାଲି, ଜି.ଉଦୟଗିରି, ରାଇକିଆ, କୋଟଗଡ଼, କୋରାପୁଟ ଜିଲାର ଲକ୍ଷ୍ମୀପୁର, ଯଶବନ୍ତପୁର, କୋରାପୁଟ, ରାୟଗଡ଼ା ଜିଲାର କାଶୀପୁର, ବିଷମକଟକ, କଳାହାଣ୍ଡି ଜିଲାର ଥୁଆମୂଳା ରାମପୁର, ବଲାଙ୍ଗୀର ଜିଲାର ନାନ୍ଦୁପଲା ଅଞ୍ଚଳରେ ଲିଚୁ ଚାଷ କରାଯାଉଛି। ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ନାକଚିଠାରେ ଏକ ଉଦ୍ୟାନ କୃଷି ଫାର୍ମ ରହିଛି। ସେଠାରେ ପ୍ରାୟ ୧୬ଶହ ଲିଚୁ ଗଛ ରହିଛି। ସେହି ଗଛରୁ କଲମୀ କରାଯାଇ ଉତ୍କୃଷ୍ଟ ଚାରା ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଯୋଗାଇ ଦିଆଯାଉଛି। ବୁଧବାର ବିଧାନସଭାରେ ପ୍ରଶ୍ନୋତ୍ତର ବେଳେ କୃଷି ଓ ସଶକ୍ତୀକରଣ ମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ଷୋଭ ପ୍ରଦର୍ଶନକୁ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ରାଜନାଥ ସିଂ, ଛାତ୍ରଙ୍କୁ କରାଯାଉଛି…

ନୂଆଦିଲ୍ଲୀ,୨୨।୭: ସୋନମ ୱାଙ୍ଗଚୁକଙ୍କ ଅନଶନ, ସିଜେପିର ପ୍ରତିବାଦ ଏବଂ ବିରୋଧୀଙ୍କ ଆକ୍ରମଣାତ୍ମକ ଆଭିମୁଖ୍ୟ ପରେ ସରକାର ପଛକୁ ହଟିଥିବା ପରି ମନେ ହେଉଛି। ଏହି ସମୟରେ, ପ୍ରତିରକ୍ଷା…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri