ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍‌

ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ ପିଲା ଥିବା ଗୁରୁବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ  ୮୬ ଥିବା ବେଳେ ଅନୁଗୋଳରୁ ୧୪, ବାଲେଶ୍ୱରରୁ ୩୬, ବରଗଡ଼ରୁ ୧୦, ଭଦ୍ରକରୁ ୧୧, ବଲାଙ୍ଗୀରରୁ ୧୩, ବୌଦ୍ଧରରୁ ୫, କଟକରୁ ୪୦, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୧୦, ଗଜପତିର୨୩, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୧୪, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୨୦, କଳାହାଣ୍ଡିରୁ ୧୨, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ୧୮, କେନ୍ଦୁଝରରୁ ୧୦,କୋରାପୁଟରୁ ୬୬, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୧୯, ପୁରୀରୁ ୮, ରାୟଗଡ଼ାରୁ ୨୨, ସମ୍ବଲପୁରରୁ ୧୭୯, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୭୯ ଏବଂ ଷ୍ଟେଟ ପୁଲ୍‌ରୁ ୧୯ ଜଣ ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri