ରାଜ୍ୟରେ ଚତୁର୍ଥ କରୋନା ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲା ପ୍ରଶାସନର ତତ୍ପରତା

ମାଲକାନଗିରି,୧ା୪(ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର କରୋନା ଭାଇରସ୍‌ରେ ପୀଡ଼ିତ ଚତୁର୍ଥ ରୋଗୀ ଚିହ୍ନଟ ପରେ ମାଲକାନଗିରି ଜିଲାରେ ଏହାର ପ୍ରଭାବ ପଡ଼ିଛି। କାରଣ ଜିଲାରୁ ଅଧିକାଂଶ ଶ୍ରମିକ ରାଜ୍ୟ ବାହାରୁ ଘରମୁହାଁ ହୋଇଛନ୍ତି। ଏମାନଙ୍କୁ ଚିହ୍ନଟ, ଡାକ୍ତରୀ ପରୀକ୍ଷା ସହ ୧୪ଦିନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ପ୍ରଶାସନ ଜିଲାରେ ଯୁଦ୍ଧକାଳୀନ ଭିତିରେ କାର୍ଯ୍ୟ କରୁଛି। ମାଲକାନଗିରି ପୌରପରିଷଦ ଅଧୀନରେ ପୁରୁଣା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ୧୦୦ ଶଯ୍ୟା, ବିଇଡି ମହାବିଦ୍ୟାଳୟରେ ୨୫୦ ଶଯ୍ୟା, ଆଇଟିଆଇ ବିଦ୍ୟାଳୟରେ ୧୦୦ ଶଯ୍ୟା, ପଲିଟେକ୍‌ନିକ୍‌ ମହାବିଦ୍ୟାଳୟରେ ୧୦୦ ଶଯ୍ୟା, କଲ୍ୟାଣ ମଣ୍ଡପରେ ୧୦୦ ଶଯ୍ୟା, ଏକଲବ୍ୟ ବିଦ୍ୟାଳୟରେ ୧୦୦ ଶଯ୍ୟା ଏହିପରି ଜିଲା ସଦର ମହକୁମାରେ ମୋଟ୍‌ ୭୫୦ ଶଯ୍ୟା ପ୍ରସ୍ତୁତ କରାଯାଇଛି। ପ୍ରତିକେନ୍ଦ୍ରରେ ମଧ୍ୟାହ୍ନ ଓ ରାତ୍ରି କାଳୀନ ଭୋଜନ ପାଇଁ ସମସ୍ତ ବ୍ୟବସ୍ଥା ହୋଇଥିବା ମାଲକାନଗିରି ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଏମ୍‌. ନୀଳକଣ୍ଠ ନାଇଡୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri