ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…
ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…
ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…
ମାଡ୍ରିଡ୍,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…
ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…
ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…
ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…
ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…