ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ଏହାକୁ ମିଶାଇ ଗୋଟିଏ ଦିନରେ ରାଜ୍ୟରେ  ୧୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?