ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ ପରେ ସେ କୋଭିଡ -୧୯ରେ ସଂକ୍ରମଣ ହୋଇଥିଲେ ବୋଲି ଜଣାପଡିଛି। ତାଙ୍କ ସହିତ କିଏ ସଂସ୍ପର୍ଶରେ ଆସିଛନ୍ତି ତାହା ବର୍ତ୍ତମାନ ଅନୁସନ୍ଧାନ କରାଯାଉଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri