ରାଜ୍ୟରେ ପ୍ରବେଶ ପୂର୍ବରୁ ହାତରେ ବାଜିବ ଷ୍ଟାମ୍ପ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଯେଉଁମାନେ ବାହାର ରାଜ୍ୟ ତଥା ଦେଶରୁ ଫେରିବେ ସେମାନଙ୍କ ପାଇଁ ରେଜିଷ୍ଟ୍ରେଶନ ବାଧ୍ୟତାମୂଳକ। ଓ୍ବେବସାଇଟ ଜରିଆରେ ଲୋକେ ରେଜିଷ୍ଟ୍ରେଶନ କରୁଛନ୍ତି। ଆସୁଥିବା ଲୋକେ ରାସ୍ତାରେ ବା ଟ୍ରେନ୍‌ରେ ଆସିପାରନ୍ତି। ରାସ୍ତାରେ ଆସୁଥିଲେ ସେଠାର ଜିଲା ଅଧିକାରୀଙ୍କ ପାସ୍‌ ନେବାକୁ ପଡ଼ିବ। ଏ ନେଇ ଭାରତର ସବୁ ଜିଲା ଅଧିକାରୀଙ୍କୁ ତତ୍ପରତା ଦେଖିଇବାକୁ କୁହାଯାଇଛି।
ସେହି ପାସ୍‌ ଧରି ଆସୁଥିବା ଲୋକେ ଓଡ଼ିଶାକୁ ମଧ୍ୟ ଆସିପାରିବେ। ୧୧ଟି ଚେକ୍‌ ପଏଣ୍ଟରେ ରାସ୍ତା ଦ୍ୱାରା ଲୋକେ ଓଡ଼ିଶାକୁ ଆସିପାରିବେ। ସବୁ ଚେକ୍‌ ପଏଣ୍ଟରେ ଓଡ଼ିଶାର ଅଧିକାରୀମାନେ ଉପସ୍ଥିତ ଅଛନ୍ତି। ସେଠାରେ ଡାଟା ଚେକ୍‌ ହେବ। ରେଜିଷ୍ଟ୍ରେଶନ କରି ନ ଥିଲେ ସେଠାରେ କରିପାରିବେ। ଭିଡ଼ ଦୃଷ୍ଟିରୁ ଆସିବା ପୂର୍ବରୁ ଉକ୍ତ ସ୍ଥାନରେ ରେଜିଷ୍ଟ୍ରେଶନ କରିଦେବା ଜରୁରି। ସେଠାରେ ପ୍ରତି ଯାତ୍ରୀଙ୍କର ଡାହାଣ ହାତରେ ଅଲିଭା କାଳିରେ ଷ୍ଟାମ୍ପ ଲାଗିବ। ଗାଡ଼ିର ଓ୍ବିଣ୍ଡ ସିଲ୍‌ରେ ତଥ୍ୟ ସମ୍ବଳିତ ଷ୍ଟିକର ମଧ୍ୟ ଲାଗିବ। ଯାହାକି ପାସ୍‌ ଭଳି କାମ କରିବ। ଜିଲା ପ୍ରଶାସନମାନେ ସେମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ନେଇଯିବେ ବୋଲି ଶୁକ୍ରବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି।…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?